ଲେବୀୟ ପୁସ୍ତକ 27:8 - ପବିତ୍ର ବାଇବଲ8 “ଯଦି ଲୋକଟି ଅତି ଦରିଦ୍ର ଓ ନିରୂପିତ ମୂଲ୍ୟ ଦେଇ ପାରିବ ନାହିଁ, ତେବେ ତାକୁ ଯାଜକ ନିକଟକୁ ଅଣାଯିବ, ଯାଜକ ତାହାର ମୂଲ୍ୟ ନିରୂପିଣ କରିବ। ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)8 ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ। Gade chapit laଓଡିଆ ବାଇବେଲ8 ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ। Gade chapit la |
ପରମେଶ୍ୱର ପୁଣି କହିଲେ, “ହେ ଯିହୁଦା, ତୁମ୍ଭେ ଗୋଟିଏ କାରଣ ଦିଅ, ଆମ୍ଭେ ତୁମ୍ଭକୁ କାହିଁକି କ୍ଷମା କରିବା? ତୁମ୍ଭର ସନ୍ତାନମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି। ଯେଉଁମାନେ ଈଶ୍ୱର ନୁହନ୍ତି ସେମାନେ ସେମାନଙ୍କ ନାମରେ ଶପଥ କରିଛନ୍ତି। ଆମ୍ଭେ ସେମାନଙ୍କୁ ସମସ୍ତ ଭୋଜନ ଦେଇ ପରିତୃପ୍ତ କରାଇଲେ ମଧ୍ୟ ସେମାନେ ବ୍ୟଭିଗ୍ଭରୀ ହେଲେ। ସେମାନେ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ବହୁ ସମୟ ଅତିବାହିତ କଲେ।