Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:9 - ପବିତ୍ର ବାଇବଲ

9 “କେତେକ ପ୍ରକାର ପଶୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରାଯାଇ ପାରିବ, ସେହି ପଶୁଗୁଡ଼ିକ ମଧ୍ୟରୁ ଯଦି କେହି ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବାକୁ ଶପଥ କରେ, ସେହି ପଶୁ ସଦାପ୍ରଭୁଙ୍କ ପାଇଁ ପବିତ୍ର ହୋଇଥିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହିସବୁ ପଶୁ ପବିତ୍ର ହେବ।

Gade chapit la Kopi

ଓଡିଆ ବାଇବେଲ

9 ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହିସବୁ ପଶୁ ପବିତ୍ର ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହି ସବୁ ପଶୁ ପବିତ୍ର ହେବ।

Gade chapit la Kopi




ଲେବୀୟ ପୁସ୍ତକ 27:9
7 Referans Kwoze  

“ଯଦି ଲୋକଟି ଅତି ଦରିଦ୍ର ଓ ନିରୂପିତ ମୂଲ୍ୟ ଦେଇ ପାରିବ ନାହିଁ, ତେବେ ତାକୁ ଯାଜକ ନିକଟକୁ ଅଣାଯିବ, ଯାଜକ ତାହାର ମୂଲ୍ୟ ନିରୂପିଣ କରିବ। ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ।


କାରଣ ସେହି ପଶୁଟି ସଦାପ୍ରଭୁଙ୍କ ପାଇଁ ଉପହାର। ସେ ଅନ୍ୟ ଗୋଟିଏ ବଦଳରେ ତାକୁ ବଦଳ କରିବା ଉଚିତ୍ ନୁହେଁ। ଯଦି ଜଣେ ବ୍ୟକ୍ତି ଗୋଟିଏ ପଶୁକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଜ୍ଞାରୂପେ ବଳିଦାନ କରେ, ତେବେ ସେ ତା’ ବଦଳରେ ଅନ୍ୟ ପଶୁ ବଦଳାଇ ପାରିବ ନାହିଁ। ସେ ଭଲ ପଶୁ ବଦଳରେ ମନ୍ଦ ପଶୁ କି ମନ୍ଦ ବଦଳରେ ଭଲ ପଶୁ ବଦଳାଇବା ଉଚିତ୍ ନୁହେଁ। ଯଦି ସେ ବଦଳାଇବାକୁ ଚେଷ୍ଟା କରେ, ତେବେ ଦୁଇଟି ପଶୁ ସଦାପ୍ରଭୁଙ୍କ ନିମନ୍ତେ ପବିତ୍ର ହେବେ।


“କେହି ଯଦି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଅଜାଣତରେ ପାପ କରେ, ସେ ତା'ର ପଲରୁ ଦୋଷାର୍ଥକ ବଳିରୂପେ କୌଣସି କ୍ଷତ ନ ଥିବା ଏକ ମେଷଛୁଆ ଆଣି ସଦାପ୍ରଭୁଙ୍କୁ ତା'ର ପାଇଁ କ୍ଷତି ପୂରଣ ଦେବା ଉଚିତ୍। ସେହି ମେଷ ଛୂଆର ମୂଲ୍ୟ କାର୍ଯ୍ୟାଳୟ ମାପ ଅନୁଯାୟୀ ନିରୂପିତ ହେବା ଉଚିତ୍।


ବିନା ଚିନ୍ତା କରି ପ୍ରତିଜ୍ଞା କଲେ ଏହା ଭୟଜନକ ଅଟେ, ମୁଁ ଏହି ଉପହାର ପରମେଶ୍ୱରଙ୍କୁ ଉତ୍ସର୍ଗ କରିବି। ଏବଂ ତା'ପରେ ସେହି ପ୍ରତିଜ୍ଞା ପୁନଃବିଗ୍ଭର କରାଯାଏ।


ତୁମ୍ଭ ମୁଖକୁ ତୁମ୍ଭ ପାଇଁ ପାପର କାରଣ ହେବାକୁ ଦିଅ ନାହିଁ, କିଅବା ଏହା ଭୁଲ୍ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ। ପରମେଶ୍ୱର ତୁମ୍ଭ ଉପରେ କାହିଁକି କ୍ରୋଧ ହେବେ ଓ ତୁମ୍ଭର କଠିନ ପରିଶ୍ରମକୁ ବିନାଶ କରିବେ।


ସେମାନେ ସେହି ଭୂମିରୁ କିଛି ବିକ୍ରୟ କରିବେ ନାହିଁ କି ତାହା ପରିବର୍ତ୍ତନ କରିବେ ନାହିଁ। ଏହା ଭୂମିର ସବୁଠୁ ଉତ୍ତମ ଅଂଶ, ଆଉ ତାହା ହାତେ ମଧ୍ୟ ପରିବର୍ତ୍ତିତ ହେବ ନାହିଁ। କାରଣ ଏହା ସଦାପ୍ରଭୁଙ୍କୁ ଉତ୍ସର୍ଗିକୃତ ହୋଇଅଛି।


କିନ୍ତୁ ତୁମ୍ଭେ ଯେଉଁଭଳି ଶିକ୍ଷା ଦେଉଛ, ତା'ଫଳରେ ଜଣେ ଲୋକ ତା'ର ପିତାମାତାଙ୍କୁ କହି ପାରିବ, ‘ମୁଁ ତୁମ୍ଭକୁ ସାହାଯ୍ୟ କରି ପାରିବି ନାହିଁ। କାରଣ ମୋର ଯାହାସବୁ ଅଛି ସେଗୁଡ଼ିକୁ ମୁଁ ପରମେଶ୍ୱରଙ୍କୁ ଉତ୍ସର୍ଗ କରିବି।’


Swiv nou:

Piblisite


Piblisite