ଲେବୀୟ ପୁସ୍ତକ 3:14 - ପବିତ୍ର ବାଇବଲ14 ତା'ପରେ ସେ ସହଭାଗିତାର ନୈବେଦ୍ୟରୁ ଏକ ଅଂଶ ସଦାପ୍ରଭୁଙ୍କୁ ଉପହାର ରୂପେ ଦେବ। ସେ ଅନ୍ତ ଆଚ୍ଛାଦକ ମେଦ ଓ ଅନ୍ତ ଉପରିସ୍ଥ ମେଦ ସବୁ ଉତ୍ସର୍ଗ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ସମସ୍ତ ମେଦ Gade chapit laଓଡିଆ ବାଇବେଲ14 ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ, Gade chapit la |