ଲେବୀୟ ପୁସ୍ତକ 3:16 - ପବିତ୍ର ବାଇବଲ16 ତା'ପରେ ଯାଜକ ଯଜ୍ଞବେଦି ଉପରେ ଏହିସବୁ ଦଗ୍ଧ କରିବ। ଏହି ଭୋଜ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ପାଇଁ ଏକ ସୁବାସିତ ଉପହାର ଅଟେ। ମାତ୍ର ସମସ୍ତ ମେଦ ସଦାପ୍ରଭୁଙ୍କର। Gade chapit laପବିତ୍ର ବାଇବଲ (Re-edited) - (BSI)16 ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର। Gade chapit laଓଡିଆ ବାଇବେଲ16 ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର। Gade chapit la |
ଶଲୋମନ ପ୍ରାଙ୍ଗଣର ମଧ୍ୟଭାଗରେ ବେଦିକୁ ଧାର୍ମିକ କାର୍ଯ୍ୟ ପାଇଁ ସମର୍ପଣ କଲେ। ଏହି ପ୍ରାଙ୍ଗଣ ସଦାପ୍ରଭୁଙ୍କ ମନ୍ଦିରର ସମ୍ମୁଖରେ ଥିଲା। ସେଠାରେ ଶଲୋମନ ହୋମବଳି ଓ ସହଭାଗିତାର ନୈବେଦ୍ୟର ଚର୍ବ୍ବୀ ଉତ୍ସର୍ଗ କଲେ। ଶଲୋମନ ପ୍ରାଙ୍ଗଣର ମଧ୍ୟଭାଗକୁ ବ୍ୟବହାର କଲେ, କାରଣ ସେ ଯେଉଁ ପିତ୍ତଳ ନିର୍ମିତ ଯଜ୍ଞବେଦି ନିର୍ମାଣ କରିଥିଲେ, ତାହା ହୋମବଳି, ଶସ୍ୟ ନୈବେଦ୍ୟ ଓ ଚର୍ବ୍ବୀକୁ ଏକା ବେଳେ ଧାରଣ କରିପାରୁ ନ ଥିଲା।
“କିନ୍ତୁ ସମସ୍ତ ଲେବୀୟ ଯାଜକଗଣ, ସାଦୋକର ଭବିଷ୍ୟଦ୍ ବଂଶଧରଗଣ ଯେଉଁମାନେ ମୋର ପବିତ୍ର ସ୍ଥାନ ନିୟମ ଅନୁସରଣ କଲେ, ଯେତେବେଳେ ଇସ୍ରାଏଲୀୟମାନେ ମୋ'ଠାରୁ ବିପଥଗାମୀ ହେଲେ, ସେମାନେ ମୋ’ ପାଖକୁ ସେବା କରିବା ପାଇଁ ଆସିବାକୁ ସମର୍ଥ ହେବ। ସେମାନେ ମୋ’ ଉଦ୍ଦେଶ୍ୟରେ ମେଦ ଓ ରକ୍ତ ବଳିଦାନ ହୋଇଥିବା ପଶୁମାନଙ୍କର ଉତ୍ସର୍ଗ କରିବା ନିମନ୍ତେ ମୋ’ ସମ୍ମୁଖରେ ଠିଆ ହେବ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।