ଲେବୀୟ ପୁସ୍ତକ 3:5 - ପବିତ୍ର ବାଇବଲ5 ତହୁଁ ହାରୋଣର ପୁତ୍ରଗଣ ଯଜ୍ଞବେଦିରେ ଏହିସବୁ ସହିତ ଅଗ୍ନିକାଠରେ ଥିବା ହୋମବଳିକୁ ଦଗ୍ଧ କରିବେ। ତାହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନୈବେଦ୍ୟ ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥିତ ଅଗ୍ନି ଓ କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର। Gade chapit laଓଡିଆ ବାଇବେଲ5 ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ। Gade chapit la |
“କିନ୍ତୁ ସମସ୍ତ ଲେବୀୟ ଯାଜକଗଣ, ସାଦୋକର ଭବିଷ୍ୟଦ୍ ବଂଶଧରଗଣ ଯେଉଁମାନେ ମୋର ପବିତ୍ର ସ୍ଥାନ ନିୟମ ଅନୁସରଣ କଲେ, ଯେତେବେଳେ ଇସ୍ରାଏଲୀୟମାନେ ମୋ'ଠାରୁ ବିପଥଗାମୀ ହେଲେ, ସେମାନେ ମୋ’ ପାଖକୁ ସେବା କରିବା ପାଇଁ ଆସିବାକୁ ସମର୍ଥ ହେବ। ସେମାନେ ମୋ’ ଉଦ୍ଦେଶ୍ୟରେ ମେଦ ଓ ରକ୍ତ ବଳିଦାନ ହୋଇଥିବା ପଶୁମାନଙ୍କର ଉତ୍ସର୍ଗ କରିବା ନିମନ୍ତେ ମୋ’ ସମ୍ମୁଖରେ ଠିଆ ହେବ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।