ଲେବୀୟ ପୁସ୍ତକ 4:10 - ପବିତ୍ର ବାଇବଲ10 ସମାଗମ ନୈବେଦ୍ୟର ଗୋରୁ ହୋଇଥିଲେ ଯେପରି ଉତ୍ସର୍ଗ କରାଯାଏ ସେ ସେହିପରି କରିବ। ପୁଣି ଯାଜକ ହୋମବଳିର ବେଦି ଉପରେ ତାହା ଦଗ୍ଧ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ। Gade chapit laଓଡିଆ ବାଇବେଲ10 ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ। Gade chapit la |