Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 4:14 - ପବିତ୍ର ବାଇବଲ

14 ଯଦି ସେମାନେ ସେମାନଙ୍କ କୃତ ପାପ ଜାଣିବେ, ତେବେ ସେମାନେ ପାପାର୍ଥକ ବଳିରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ ଓ ସମାଗମ-ତମ୍ବୁ ନିକଟକୁ ତାକୁ ଆଣିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ଵୁ ନିକଟକୁ ତାହା ଆଣିବେ।

Gade chapit la Kopi

ଓଡିଆ ବାଇବେଲ

14 ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ବୁ ନିକଟକୁ ତାହା ଆଣିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ବୁ ନିକଟକୁ ତାହା ଆଣିବେ।

Gade chapit la Kopi




ଲେବୀୟ ପୁସ୍ତକ 4:14
4 Referans Kwoze  

ଯଦି ସେ ଶାସକ ଆପଣା କୃତ ପାପ ଜ୍ଞାତ ହୁଏ ତେବେ ସେ ଏକ ନିଖୁଣ ପୁଂ ଛାଗ ଉତ୍ସର୍ଗ କରିବ।


“ଯଦି ଅଭିଷିକ୍ତ ଯାଜକ ପାପ କରେ ଏବଂ ଦେଶ ପାଇଁ ଦୋଷ ଆଣେ, ତେବେ ସେ ଗୋଟିଏ ନିଖୁଣ ବାଛୁରି ବଳିଦାନ କରିବ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବା ଉଚିତ୍।


ଯଦି ସେହି ଲୋକ ତା'ର ପାପ ବିଷୟରେ ଜ୍ଞାତ ହୁଏ, ତେବେ ସେ ତା'ର କୃତ ପାପ ନିମନ୍ତେ ଏକ ନିଖୁଣ ଛାଗୀ ଉତ୍ସର୍ଗ କରିବ।


ପୁଣି ସେହି ସମୟରେ ଅଧିପତି ଆପଣା ନିମନ୍ତେ ଓ ଦେଶସ୍ଥ ସକଳ ଲୋକଙ୍କ ନିମନ୍ତେ ପାପାର୍ଥକ ବଳିରୂପେ ଏକ ବୃଷଭ ଉତ୍ସର୍ଗ କରିବେ।


Swiv nou:

Piblisite


Piblisite