ଲେବୀୟ ପୁସ୍ତକ 4:15 - ପବିତ୍ର ବାଇବଲ15 ତା'ପରେ ମଣ୍ଡଳୀର ପ୍ରାଚୀନବର୍ଗ ସେହି ଗୋବତ୍ସର ମସ୍ତକରେ ହାତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏଉତ୍ତାରେ ମଣ୍ତଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ-ମସ୍ତକରେ ହସ୍ତନିର୍ଭର ଦେବେଣ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ। Gade chapit laଓଡିଆ ବାଇବେଲ15 ଏଥିଉତ୍ତାରେ ମଣ୍ଡଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ମସ୍ତକରେ ହସ୍ତ ରଖିବେ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ମଣ୍ଡଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ମସ୍ତକରେ ହସ୍ତ ରଖିବେ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ। Gade chapit la |
ଏହା ପରେ ଯାଜକମାନେ ଛାଗଗୁଡ଼ିକୁ ରାଜାଙ୍କ ସମ୍ମୁଖକୁ ଆଣିଲେ ଓ ଲୋକମାନେ ଏକତ୍ର ସମ୍ମିଳିତ ହେଲେ। ଏହି ଛାଗଗୁଡ଼ିକ ପାପାର୍ଥକ ବଳି ଥିଲା। ଯାଜକମାନେ ସେମାନଙ୍କ ହସ୍ତ ଛାଗମାନଙ୍କ ମସ୍ତକ ଉପରେ ରଖିଲେ ଓ ଛାଗଗୁଡ଼ିକୁ ବଧ କଲେ। ଛାଗମାନଙ୍କର ରକ୍ତକୁ ଯଜ୍ଞବେଦି ଉପରେ ଉତ୍ସର୍ଗ କରି ଯାଜକମାନେ ପାପାର୍ଥକ ବଳି ଉତ୍ସର୍ଗ କଲେ। ପରମେଶ୍ୱର ଯେପରି ଇସ୍ରାଏଲର ଲୋକମାନଙ୍କର ପାପସବୁ କ୍ଷମା କରନ୍ତି, ଏଥିନିମନ୍ତେ ସେମାନେ ଏହିପରି କଲେ। ରାଜା କହିଲେ ଯେ, ଇସ୍ରାଏଲର ସମସ୍ତ ଲୋକଙ୍କ ନିମନ୍ତେ ହୋମବଳି ଉପହାର ଓ ପାପାର୍ଥକ ବଳି ଏକତ୍ର ଉତ୍ସର୍ଗ କରାଯିବା ଉଚିତ୍।