ଲେବୀୟ ପୁସ୍ତକ 4:24 - ପବିତ୍ର ବାଇବଲ24 ସେହି ଶାସକ ଛାଗ ମସ୍ତକରେ ହାତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ, ତାହା ହେବ ପାପାର୍ଥକ ନୈବେଦ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)24 ପୁଣି, ସେ ସେହି ଛାଗ ମସ୍ତକରେ ହସ୍ତନିର୍ଭର ଦେଇ ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ। Gade chapit laଓଡିଆ ବାଇବେଲ24 ପୁଣି, ସେ ସେହି ଛାଗର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ସେ ସେହି ଛାଗର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ। Gade chapit la |
ଏହା ପରେ ଯାଜକମାନେ ଛାଗଗୁଡ଼ିକୁ ରାଜାଙ୍କ ସମ୍ମୁଖକୁ ଆଣିଲେ ଓ ଲୋକମାନେ ଏକତ୍ର ସମ୍ମିଳିତ ହେଲେ। ଏହି ଛାଗଗୁଡ଼ିକ ପାପାର୍ଥକ ବଳି ଥିଲା। ଯାଜକମାନେ ସେମାନଙ୍କ ହସ୍ତ ଛାଗମାନଙ୍କ ମସ୍ତକ ଉପରେ ରଖିଲେ ଓ ଛାଗଗୁଡ଼ିକୁ ବଧ କଲେ। ଛାଗମାନଙ୍କର ରକ୍ତକୁ ଯଜ୍ଞବେଦି ଉପରେ ଉତ୍ସର୍ଗ କରି ଯାଜକମାନେ ପାପାର୍ଥକ ବଳି ଉତ୍ସର୍ଗ କଲେ। ପରମେଶ୍ୱର ଯେପରି ଇସ୍ରାଏଲର ଲୋକମାନଙ୍କର ପାପସବୁ କ୍ଷମା କରନ୍ତି, ଏଥିନିମନ୍ତେ ସେମାନେ ଏହିପରି କଲେ। ରାଜା କହିଲେ ଯେ, ଇସ୍ରାଏଲର ସମସ୍ତ ଲୋକଙ୍କ ନିମନ୍ତେ ହୋମବଳି ଉପହାର ଓ ପାପାର୍ଥକ ବଳି ଏକତ୍ର ଉତ୍ସର୍ଗ କରାଯିବା ଉଚିତ୍।