ଲେବୀୟ ପୁସ୍ତକ 4:28 - ପବିତ୍ର ବାଇବଲ28 ଯଦି ସେହି ଲୋକ ତା'ର ପାପ ବିଷୟରେ ଜ୍ଞାତ ହୁଏ, ତେବେ ସେ ତା'ର କୃତ ପାପ ନିମନ୍ତେ ଏକ ନିଖୁଣ ଛାଗୀ ଉତ୍ସର୍ଗ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)28 ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯେବେ ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁନ୍ତ ଛାଗୀ ଉପହାର ଆଣିବ। Gade chapit laଓଡିଆ ବାଇବେଲ28 ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯଦି ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁନ୍ତ ଛାଗୀ ଉପହାର ଆଣିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯଦି ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁନ୍ତ ଛାଗୀ ଉପହାର ଆଣିବ। Gade chapit la |
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।