ଲେବୀୟ ପୁସ୍ତକ 4:3 - ପବିତ୍ର ବାଇବଲ3 “ଯଦି ଅଭିଷିକ୍ତ ଯାଜକ ପାପ କରେ ଏବଂ ଦେଶ ପାଇଁ ଦୋଷ ଆଣେ, ତେବେ ସେ ଗୋଟିଏ ନିଖୁଣ ବାଛୁରି ବଳିଦାନ କରିବ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)3 ବିଶେଷତଃ ଅଭିଷିକ୍ତ ଯାଜକ ଯେବେ ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ। Gade chapit laଓଡିଆ ବାଇବେଲ3 ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ। Gade chapit la |
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।