Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 4:30 - ପବିତ୍ର ବାଇବଲ

30 ତା'ପରେ ସେ ଯାଜକ ଅଙ୍ଗୁଳିରେ ତା'ର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତା'ର ସମସ୍ତ ରକ୍ତ ଯଜ୍ଞବେଦି ମୂଳରେ ଢାଳିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ବେଦିମୂଳରେ ଢାଳିବ।

Gade chapit la Kopi

ଓଡିଆ ବାଇବେଲ

30 ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।

Gade chapit la Kopi




ଲେବୀୟ ପୁସ୍ତକ 4:30
12 Referans Kwoze  

ତା'ପରେ ସେ ଯାଜକ ସେହି ପାପାର୍ଥକ ନୈବେଦ୍ୟର ରକ୍ତରୁ କିଛି ଅଙ୍ଗୁଳିରେ ନେଇ ହୋମବେଦିର ଶିଙ୍ଗ ଉପରେ ଦେବ ଓ ସମସ୍ତ ରକ୍ତ ଯଜ୍ଞବେଦି ମୂଳରେ ଢାଳିବ।


ତା'ପରେ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ନୈବେଦ୍ୟର ରକ୍ତରୁ କିଛି ନେଇ ହୋମବେଦିର ଶିଙ୍ଗ ଉପରେ ଦେବ ଓ ତାହାର ଅବଶିଷ୍ଟ ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।


ଯାଜକ ସଦାପ୍ରଭୁଙ୍କ ଆଗରେ କିଛି ରକ୍ତ ନେଇ ସମାଗମ-ତମ୍ବୁର ସୁଗନ୍ଧି ଧୂପବେଦିର ପାର୍ଶ୍ୱରେ ରଖିବା ଉଚିତ୍ ହେବ। ତା'ପରେ ସେ ଉତ୍ସର୍ଗୀକୃତ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ଯଜ୍ଞବେଦି ମୂଳରେ ଢାଳିବ।


ପରମେଶ୍ୱର ସମସ୍ତ ବିଷୟ ସୃଷ୍ଟି କରିଛନ୍ତି। ସମସ୍ତ ବିଷୟ ଗୁଡ଼ିକ ତାହାଙ୍କ ଗୌରବ ପାଇଁ ଉଦ୍ଧିଷ୍ଟ। ଅନେକ ଲୋକ ଯେପରି ତାହାଙ୍କ ଗୌରବରେ ପ୍ରବେଶ କରନ୍ତି ଏହା ଇଚ୍ଛା କରି ସେ ଯୀଶୁଙ୍କୁ ଦୁଃଖ ଭୋଗ ମାଧ୍ୟମରେ ସିଦ୍ଧ କଲେ, ତହିଁରେ ସେ ଲୋକମାନଙ୍କୁ ପରିତ୍ରାଣର ମାର୍ଗ ଦେଖାଇଲେ।


ଖ୍ରୀଷ୍ଟ ବ୍ୟବସ୍ଥାକୁ ସମାପ୍ତ କଲେ ଯେପରି, ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରେ ଧାର୍ମିକ ହୋଇ ପାରିବ।


ସଦାପ୍ରଭୁ ନିଜର ଶିକ୍ଷା ବ୍ୟବସ୍ଥାକୁ ମହତ୍ ଓ ସମ୍ଭ୍ରାନ୍ତ କରି ସନ୍ତୁଷ୍ଟ ହେଲେ।


ଆଉ ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ଯଜ୍ଞବେଦି ଶୃଙ୍ଗ ଉପରେ ଦେବ। ଅବଶିଷ୍ଟ ସମସ୍ତ ରକ୍ତ ସମାଗମ-ତମ୍ବୁର ଦ୍ୱାର ସମୀପକୁ ହୋମବେଦି ମୂଳରେ ଢାଳିବ।


ଏହା ପରେ ସେହି ବାଛୁରିର କିଛି ରକ୍ତ ଯଜ୍ଞବେଦି ନିକଟକୁ ନିଅ। ତୁମ୍ଭର ଅଙ୍ଗୁଳିରେ ରକ୍ତ ନେଇ ଯଜ୍ଞବେଦିର ଶିଙ୍ଗ ଉପରେ ଦିଅ ଓ ଅବଶିଷ୍ଟ ରକ୍ତ ବେଦି ମୂଳରେ ଢାଳ।


ତା'ପରେ ସେ ଏହି ରକ୍ତରୁ କିଛି ନେଇ ଯଜ୍ଞବେଦି ପାଖରେ ଛିଞ୍ଚିବ, ପୁଣି ଅବଶିଷ୍ଟ ରକ୍ତ ସବୁ ନେଇ ଯଜ୍ଞବେଦି ମୂଳରେ ଢାଳିବ। ଏହା ପାପରୁ ମୁକ୍ତ ହେବା ପାଇଁ ଏକ ନୈବେଦ୍ୟ ବୋଲି ବିବେଚନା କରାଯିବ।


ତତ୍ପରେ ମୋଶା ତାକୁ ବଧ କଲେ ଓ ସେହି ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ଯଜ୍ଞବେଦିର ଗ୍ଭରିଆଡ଼େ ଶିଙ୍ଗ ଉପରେ ଦେଇ ଯଜ୍ଞବେଦିକି ପାପ ମୁକ୍ତ କଲେ। ଆଉ ଯଜ୍ଞବେଦି ମୂଳରେ ସେହି ରକ୍ତକୁ ଢାଳି ଦେଲେ। ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ପାଇଁ ସେ ଏହାକୁ ପବିତ୍ର କଲେ।


ତା'ପରେ ହାରୋଣଙ୍କ ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣିଲେ ତହିଁରେ ସେ ନିଜର ଅଙ୍ଗୁଳି ବୁଡ଼ାଇ ଯଜ୍ଞବେଦିର ଶିଙ୍ଗ ଉପରେ ଛିଞ୍ଚିଲେ ଓ ଅବଶିଷ୍ଟ ରକ୍ତ ଯଜ୍ଞବେଦି ମୂଳରେ ଢାଳିଲେ।


Swiv nou:

Piblisite


Piblisite