ଲେବୀୟ ପୁସ୍ତକ 4:31 - ପବିତ୍ର ବାଇବଲ31 ପୁଣି ସହଭାଗିତାର ନୈବେଦ୍ୟରୁ ନେଇଥିବା ମେଦତୁଲ୍ୟ ତାହାର ସମସ୍ତ ମେଦ ନେବ, ଆଉ ସେହି ଯାଜକ ସୁବାସିତ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ଉପରେ ତାକୁ ଦଗ୍ଧ କରିବ। ଏହିରୂପେ ଯାଜକ ପାପୀମାନଙ୍କୁ ପ୍ରାୟଶ୍ଚିତ କରାଇବ ଓ ସେଥିରେ ସେ ପରମେଶ୍ୱରଙ୍କ ଦ୍ୱାରା କ୍ଷମା ପ୍ରାପ୍ତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)31 ପୁଣି, ମଙ୍ଗଳାର୍ଥକ ବଳିରୁ ନୀତ ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ। Gade chapit laଓଡିଆ ବାଇବେଲ31 ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ। Gade chapit la |
ତେଣୁ ବର୍ତ୍ତମାନ ଇଲୀଫସ୍ ସାତୋଟି ଷଣ୍ଢ ଓ ସାତୋଟି ମେଣ୍ଢା ନେଇ ମୋ’ ଭୃତ୍ୟ ଆୟୁବ ପାଖକୁ ଯାଅ। ତାହା ବଧ କରି ନିଜ ପାଇଁ ହୋମବଳି ପରି ଉତ୍ସର୍ଗ କର। ଆମ୍ଭ ଦାସ ଆୟୁବ ତୁମ୍ଭ ପାଇଁ ପ୍ରାର୍ଥନା କରିବ ଏବଂ ଆମ୍ଭେ ପ୍ରାର୍ଥନାର ଉତ୍ତର ଦେବା। ତା'ପରେ ଆମ୍ଭେ ତୁମ୍ଭକୁ ଦଣ୍ଡ ଦେବା ନାହିଁ, ଯାହାର ତୁମ୍ଭେ ହକଦାର। ତୁମ୍ଭେ ଦଣ୍ଡ ପାଇବା ଉଚିତ୍, କାରଣ ତୁମ୍ଭେ ଅତି ନିର୍ବୋଧ। ତୁମ୍ଭେ ଆମ୍ଭ ବିଷୟରେ ଉଚିତ୍ କଥା କହି ନାହଁ। କିନ୍ତୁ ଆମ୍ଭର ଭୃତ୍ୟ ଆୟୁବ ଆମ୍ଭ ବିଷୟରେ ଉଚିତ୍ କଥା କହିଛି।”