Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 4:33 - ପବିତ୍ର ବାଇବଲ

33 ପୁଣି ସେହି ପାପାର୍ଥକ ନୈବେଦ୍ୟର ମସ୍ତକରେ ହସ୍ତରଖି ହୋମବଳି ବଧ କରିବା ସ୍ଥାନରେ ତାକୁ ବଧ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତନିର୍ଭର ଦେଇ ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକି ବଧ କରିବ।

Gade chapit la Kopi

ଓଡିଆ ବାଇବେଲ

33 ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକୁ ବଧ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକୁ ବଧ କରିବ।

Gade chapit la Kopi




ଲେବୀୟ ପୁସ୍ତକ 4:33
7 Referans Kwoze  

ପୁଣି ସେ ଅଭିଷିକ୍ତ ଯାଜକ ଆପଣା ବଳିକୁ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ। ତା'ର ମସ୍ତକରେ ହାତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ବଧ କରିବ।


ପୁଣି ସେ ହୋମବଳିର ମସ୍ତକରେ ଆପଣା ହସ୍ତ ରଖିବ। ତାହାହେଲେ ସେହି ବଳି ତାହାର ପ୍ରାୟଶ୍ଚିତ ରୂପେ ଗ୍ରାହ୍ୟ ହେବ।


“ତା'ପରେ ସେ ଗୋଟିଏ ଯୁବା ଷଣ୍ଢ ସଦାପ୍ରଭୁଙ୍କ ସମ୍ମୁଖରେ ବଳିଦାନ କରିବ। ହାରୋଣର ଯାଜକ ପୁତ୍ରଗଣ ରକ୍ତ ଆଣିବେ ଏବଂ ସମାଗମ-ତମ୍ବୁର ଦ୍ୱାର ନିକଟସ୍ଥ ଯଜ୍ଞବେଦି ଉପରେ ଗ୍ଭରିଆଡ଼େ ଛିଞ୍ଚିବେ।


ହାରୋଣଙ୍କ ସନ୍ତାନଗଣ ମଧ୍ୟରୁ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବ। ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ନୈବେଦ୍ୟ ସେମାନେ ଗ୍ରହଣ କରିବେ ଏକ ବିଧି ହେବ। ଯାହାକିଛି ଜିନିଷଗୁଡ଼ିକ ଏହାକୁ ସ୍ପର୍ଶ କରିବ ପବିତ୍ର ହେବ।”


ଯେଉଁ ସ୍ଥାନରେ ଯାଜକ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ। ତା'ପରେ ଯାଜକ ସେହି ବଳିର ରକ୍ତ ନେଇ ଯଜ୍ଞବେଦି ଗ୍ଭରିପାଖରେ ଛିଞ୍ଚିବ।


ଏହା ପରେ ଯାଜକମାନେ ଛାଗଗୁଡ଼ିକୁ ରାଜାଙ୍କ ସମ୍ମୁଖକୁ ଆଣିଲେ ଓ ଲୋକମାନେ ଏକତ୍ର ସମ୍ମିଳିତ ହେଲେ। ଏହି ଛାଗଗୁଡ଼ିକ ପାପାର୍ଥକ ବଳି ଥିଲା। ଯାଜକମାନେ ସେମାନଙ୍କ ହସ୍ତ ଛାଗମାନଙ୍କ ମସ୍ତକ ଉପରେ ରଖିଲେ ଓ ଛାଗଗୁଡ଼ିକୁ ବଧ କଲେ। ଛାଗମାନଙ୍କର ରକ୍ତକୁ ଯଜ୍ଞବେଦି ଉପରେ ଉତ୍ସର୍ଗ କରି ଯାଜକମାନେ ପାପାର୍ଥକ ବଳି ଉତ୍ସର୍ଗ କଲେ। ପରମେଶ୍ୱର ଯେପରି ଇସ୍ରାଏଲର ଲୋକମାନଙ୍କର ପାପସବୁ କ୍ଷମା କରନ୍ତି, ଏଥିନିମନ୍ତେ ସେମାନେ ଏହିପରି କଲେ। ରାଜା କହିଲେ ଯେ, ଇସ୍ରାଏଲର ସମସ୍ତ ଲୋକଙ୍କ ନିମନ୍ତେ ହୋମବଳି ଉପହାର ଓ ପାପାର୍ଥକ ବଳି ଏକତ୍ର ଉତ୍ସର୍ଗ କରାଯିବା ଉଚିତ୍।


Swiv nou:

Piblisite


Piblisite