ଲେବୀୟ ପୁସ୍ତକ 4:34 - ପବିତ୍ର ବାଇବଲ34 ତା'ପରେ ସେ ଯାଜକ ସେହି ପାପାର୍ଥକ ନୈବେଦ୍ୟର ରକ୍ତରୁ କିଛି ଅଙ୍ଗୁଳିରେ ନେଇ ହୋମବେଦିର ଶିଙ୍ଗ ଉପରେ ଦେବ ଓ ସମସ୍ତ ରକ୍ତ ଯଜ୍ଞବେଦି ମୂଳରେ ଢାଳିବ। Gade chapit laପବିତ୍ର ବାଇବଲ (Re-edited) - (BSI)34 ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ବେଦିମୂଳରେ ଢାଳିବ। Gade chapit laଓଡିଆ ବାଇବେଲ34 ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ। Gade chapit la |
ତା'ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା।
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।