Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 4:5 - ପବିତ୍ର ବାଇବଲ

5 ଆଉ ସେହି ଅଭିଷିକ୍ତ ଯାଜକ ସେହି ବଳିର ରକ୍ତରୁ କିଛି ସମାଗମ-ତମ୍ବୁ ମଧ୍ୟକୁ ଆଣିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ଵୁ ମଧ୍ୟକୁ ଆଣିବ।

Gade chapit la Kopi

ଓଡିଆ ବାଇବେଲ

5 ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।

Gade chapit la Kopi




ଲେବୀୟ ପୁସ୍ତକ 4:5
8 Referans Kwoze  

ତହୁଁ ସେ ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବଆଡ଼େ ଅଙ୍ଗୁଳିରେ ଛିଞ୍ଚିବ। ପୁଣି ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତଥର ସେହି ରକ୍ତ ଛିଞ୍ଚିବ।


ଯାଜକ ଇଲିୟାସର ଆପଣା ଅଙ୍ଗୁଳି ଦ୍ୱାରା ତାହାର ରକ୍ତକୁ ନେଇ ପବିତ୍ର ତମ୍ବୁ ସମ୍ମୁଖରେ ସାତଥର ଛିଞ୍ଚିବ।


ପରମେଶ୍ୱର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ୟ ଆଲୋକରେ ବାସ କରିବା ଉଚିତ୍। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତେବେ ଆମ୍ଭେ ପରସ୍ପର ସହଭାଗୀ ହୋଇପାରିବା। ଯଦି ଆମ୍ଭେମାନେ ଆଲୋକରେ ରହୁ, ତେବେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।


ତା'ପରେ ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତଥର ଛିଞ୍ଚି ଅଶୁଚି ବେଦିକୁ ଶୁଦ୍ଧ କରିବ ଓ ଇସ୍ରାଏଲ ଲୋକମାନଙ୍କ ଅଶୌଚରୁ ତାହା ଶୁଚି କରିବ।


“ଯଦି ଅଭିଷିକ୍ତ ଯାଜକ ପାପ କରେ ଏବଂ ଦେଶ ପାଇଁ ଦୋଷ ଆଣେ, ତେବେ ସେ ଗୋଟିଏ ନିଖୁଣ ବାଛୁରି ବଳିଦାନ କରିବ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବା ଉଚିତ୍।


ପୁଣି ଯାଜକର ପ୍ରତ୍ୟେକ ଶସ୍ୟ ନୈବେଦ୍ୟ ସମ୍ପୂର୍ଣ୍ଣ ଦ‌‌‌‌ଗ୍‌‌‌‌ଧ ହେବ, ତାହା ଭୋଜନ କରାଯିବ ନାହିଁ।”


“ଏହା ପରେ ହାରୋଣ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସ ରକ୍ତ ନେଇ କରିଥିଲା, ସେହିପରି ତାହାର ରକ୍ତ ନେଇ କରିବ। ଅର୍ଥାତ୍ ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।


Swiv nou:

Piblisite


Piblisite