ଲେବୀୟ ପୁସ୍ତକ 5:4 - ପବିତ୍ର ବାଇବଲ4 “କିମ୍ବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବାଗ୍ଭଳତା ପୂର୍ବକ ଶପଥ କରେ ଏବଂ ସେ ଶପଥ ବିଷୟରେ ଭୂଲିଯାଏ, ସେ ଦୋଷୀ ବୋଲି ବିବେଚିତ ହେବ, ଯେତେବେଳେ ସେ ମନେ ପକାଇବ କାରଣ ସେ ତା'ର ଶପଥ ରକ୍ଷା କରି ପାରିଲା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଅଥବା କେହି ଯେବେ ମନ୍ଦ କରିବାକୁ କି ଭଲ କରିବାକୁ ବାଚାଳତାପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବାଚାଳତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ। Gade chapit laଓଡିଆ ବାଇବେଲ4 ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ। Gade chapit la |
ସେ ଏହା କହି ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କଲା, “ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖୁଥାଅ ମୁଁ କେତେ ଦୁଃଖୀ, ଯଦି ତୁମ୍ଭେ ତୁମ୍ଭର ଦାସୀକୁ ମନେ ରଖିଥାଅ, ତେବେ ମୋତେ ଏକ ପୁତ୍ର ଦିଅ। ତା'ହେଲେ ମୁଁ ସେହି ପୁତ୍ରଟିକୁ ତୁମ୍ଭଠାରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସେବା କରିବ। ସେ ଦ୍ରାକ୍ଷାରସ ଏବଂ ସୁରା ନାସରୀୟ ତୁଲ୍ୟ ପିଇବ ନାହିଁ ଏବଂ ତା'ର ବାଳ କାଟିବା ପାଇଁ କୌଣସି କ୍ଷୁର ତା'ର ମୁଣ୍ଡରେ ସ୍ପର୍ଶ କରିବ ନାହିଁ।”