ଲେବୀୟ ପୁସ୍ତକ 5:6 - ପବିତ୍ର ବାଇବଲ6 ତହୁଁ ସେ ତା'ର କୃତ ପାପର ପ୍ରାୟଶ୍ଚିତ ପାଇଁ ପାପାର୍ଥକ ବଳିଦାନ ରୂପେ ପଲରୁ ଗୋଟିଏ ମାଈ ମେଣ୍ଢାଛୁଆ କିମ୍ବା ମାଈ ଛେଳିଛୁଆ ସଦାପ୍ରଭୁଙ୍କ ଛାମୁକୁ ଆଣିବ। ତା'ପରେ ଯାଜକ ତା'ର କୃତ ପାପର ପ୍ରାୟଶ୍ଚିତ କରାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)6 ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ଛାମୁକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ। Gade chapit laଓଡିଆ ବାଇବେଲ6 ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ସମ୍ମୁଖକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ସମ୍ମୁଖକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ। Gade chapit la |
ତହୁଁ ସେ ମୋତେ କହିଲେ, “ପୃଥକ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରୀଗୁଡ଼ିକ ଅଛି ସେସବୁ ପବିତ୍ର କୋଠରୀ। ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସବୁ ଭୋଜନ କରିବେ। ଆଉ ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସବୁ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳିଦାନ ରଖିବେ। କାରଣ ସେହି ସ୍ଥାନ ଅତି ପବିତ୍ର ଅଟେ।