Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 6:15 - ପବିତ୍ର ବାଇବଲ

15 ଯାଜକ ସେହି ଶସ୍ୟ ନୈବେଦ୍ୟରୁ ମୁଠାଏ ସରୁ ମଇଦା, କିଛି ତୈଳ ଓ ନୈବେଦ୍ୟ ଉପରିସ୍ଥ ସମସ୍ତ ଲୋବାନ ନେଇ ଯଜ୍ଞବେଦିରେ ଦ‌‌‌‌ଗ୍‌‌‌‌ଧ କରିବ। ଏହା ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସ୍ମରଣାର୍ଥକ ନୈବେଦ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ଯାଜକ ଆପଣା ମୁଷ୍ଟି ପୂର୍ଣ୍ଣ କରି ସେହି ଭକ୍ଷ୍ୟ-ନୈବେଦ୍ୟରୁ କିଛି ସରୁ ମଇଦା ଓ କିଛି ତୈଳ ଓ ନୈବେଦ୍ୟ-ଉପରିସ୍ଥ ସମସ୍ତ କୁନ୍ଦୁରୁ ନେଇ ତହିଁର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ବେଦିରେ ଦଗ୍ଧ କରିବ।

Gade chapit la Kopi

ଓଡିଆ ବାଇବେଲ

15 ତହୁଁ ଯାଜକ ଆପଣା ମୁଷ୍ଟି ପୂର୍ଣ୍ଣ କରି ସେହି ଭକ୍ଷ୍ୟ ନୈବେଦ୍ୟରୁ କିଛି ସରୁ ମଇଦା ଓ କିଛି ତୈଳ ଓ ନୈବେଦ୍ୟ ଉପରିସ୍ଥ ସମସ୍ତ କୁନ୍ଦୁରୁ ନେଇ ତହିଁର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ବେଦିରେ ଦଗ୍ଧ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ଯାଜକ ଆପଣା ମୁଷ୍ଟି ପୂର୍ଣ୍ଣ କରି ସେହି ଭକ୍ଷ୍ୟ ନୈବେଦ୍ୟରୁ କିଛି ସରୁ ମଇଦା ଓ କିଛି ତୈଳ ଓ ନୈବେଦ୍ୟ ଉପରିସ୍ଥ ସମସ୍ତ କୁନ୍ଦୁରୁ ନେଇ ତହିଁର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ବେଦିରେ ଦଗ୍ଧ କରିବ।

Gade chapit la Kopi




ଲେବୀୟ ପୁସ୍ତକ 6:15
5 Referans Kwoze  

ପୁଣି ଯାଜକ ସେହି ଭଜା ଶସ୍ୟରୁ କିଛି ଅଂଶ ନେବା ଉଚିତ୍ ଓ ଯଜ୍ଞବେଦି ଉପରେ ଏହି ସ୍ମରଣାର୍ଥକ ଅଂଶ ଦ‌‌‌‌ଗ୍‌‌‌‌ଧ କରିବା ଉଚିତ୍। ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନୈବେଦ୍ୟ ଅଟେ।


ପୁଣି ତାକୁ ହାରୋଣର ଯାଜକ ପୁତ୍ରମାନଙ୍କ ନିକଟକୁ ଆଣିବ। ଯାଜକ ସେଥିରୁ ମୁଠିଏ ସରୁ ମଇଦା, କିଛି ତୈଳ ଓ ସମସ୍ତ କର୍ପୂର ନେବ। ତା'ପରେ ଯାଜକ ଏହି ସ୍ମାରକ ଅଂଶ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ସୁଗନ୍ଧିତ ନୈବେଦ୍ୟ ଅଟେ।


“ଏହା ହେଉଛି ଶସ୍ୟ ନୈବେଦ୍ୟର ବ୍ୟବସ୍ଥା। ହାରୋଣର ପୁତ୍ରଗଣ ଯଜ୍ଞବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ଶସ୍ୟ ଆଣିବେ।


ହାରୋଣ ଓ ତା'ର ପୁତ୍ରମାନେ ପରଦା ପଛରେ ଥିବା ନିୟମ-ସିନ୍ଦୁକ ଓ ଏହାର ସମ୍ମୁଖରେ ଥିବା ଏହାକୁ ସନ୍ଧ୍ୟାରୁ ସକାଳ ପର୍ଯ୍ୟନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ୟବସ୍ଥା ଇସ୍ରାଏଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରଜୁଯ୍ୟ ହେବ।”


ଏହି ବିଧି ପ୍ରତ୍ୟେକ ଗୃହରେ ତୁମ୍ଭମାନଙ୍କର ସମସ୍ତ ଭବିଷ୍ୟ‌ଦ୍‌ ବଂଶାନୁକ୍ରମମାନଙ୍କ ପାଇଁ ଅନୁକରଣୀୟ ହେବ। ତୁମ୍ଭେମାନେ ଯେଉଁଠାରେ ରୁହ ନା କାହିଁକି ମେଦ କିମ୍ବା ରକ୍ତ ଭୋଜନ କରିବ ନାହିଁ।”


Swiv nou:

Piblisite


Piblisite