Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 6:23 - ପବିତ୍ର ବାଇବଲ

23 ପୁଣି ଯାଜକର ପ୍ରତ୍ୟେକ ଶସ୍ୟ ନୈବେଦ୍ୟ ସମ୍ପୂର୍ଣ୍ଣ ଦ‌‌‌‌ଗ୍‌‌‌‌ଧ ହେବ, ତାହା ଭୋଜନ କରାଯିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଅର୍ଥାତ୍, ଯାଜକର ପ୍ରତ୍ୟେକ ଭକ୍ଷ୍ୟ-ନୈବେଦ୍ୟ ସମ୍ପୂର୍ଣ୍ଣ ରୂପେ ଦଗ୍ଧ ହେବ; ତାହା ଭୋଜନ କରାଯିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

23 ଅର୍ଥାତ୍‍, ଯାଜକର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ସମ୍ପୂର୍ଣ୍ଣ ରୂପେ ଦଗ୍ଧ ହେବ; ତାହା ଭୋଜନ କରାଯିବ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଅର୍ଥାତ୍‍, ଯାଜକର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ସମ୍ପୂର୍ଣ୍ଣ ରୂପେ ଦଗ୍ଧ ହେବ; ତାହା ଭୋଜନ କରାଯିବ ନାହିଁ।”

Gade chapit la Kopi




ଲେବୀୟ ପୁସ୍ତକ 6:23
8 Referans Kwoze  

ସେହି ଶସ୍ୟ-ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣ ଓ ତାହାର ପୁତ୍ରଗଣର ହେବ। ଏହି ଅବଶିଷ୍ଟାଂଶ ଯାହା ସଦାପ୍ରଭୁଙ୍କ ଉପହାରରୁ ନିଆଯାଏ ତାହା ମହାପବିତ୍ର ଅଟେ।


“ହାରୋଣଙ୍କ ପରେ ତାଙ୍କର ଭବିଷ୍ୟ‌ଦ୍‌ ବଂଶଧରମାନଙ୍କ ମଧ୍ୟରୁ ଯେ ତାଙ୍କ ପଦରେ ଅଭିଷିକ୍ତ ଯାଜକ ହେବ, ସେ ଶସ୍ୟ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। ଏହା ସମ୍ପୂର୍ଣ୍ଣ ଭାବରେ ଦ‌‌‌‌ଗ୍‌‌‌‌ଧ କରାଯିବା ଉଚିତ୍। ଏହା ସଦାପ୍ରଭୁଙ୍କର ଅଟେ। ଏହି ପ୍ରକାରେ ତାହା ସଦାସର୍ବଦା କରାଯିବା ଉଚିତ୍।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ଆଉ ସେହି ଅଭିଷିକ୍ତ ଯାଜକ ସେହି ବଳିର ରକ୍ତରୁ କିଛି ସମାଗମ-ତମ୍ବୁ ମଧ୍ୟକୁ ଆଣିବ।


ତା'ପରେ ସେ ଗୋବତ୍ସକୁ ଛାଉଣି ବାହାରକୁ ନେଇ ପୂର୍ବ ଗୋବତ୍ସ ପରି ତାକୁ ଦ‌‌‌‌ଗ୍‌‌‌‌ଧ କରିବା ଉଚିତ୍। ଏହା ସମଗ୍ର ଇସ୍ରାଏଲର ଲୋକମାନଙ୍କ ପାଇଁ ପାପାର୍ଥକ ନୈବେଦ୍ୟ।


“ଯେଉଁ ପାପାର୍ଥକ ବଳି ଗୋବତ୍ସ ଓ ଛାଗର ରକ୍ତ ମହାପବିତ୍ର ସ୍ଥାନକୁ ଅଣାଯାଇ ପ୍ରାୟଶ୍ଚିତ ହେବା ପାଇଁ ଥିଲା, ସେମାନଙ୍କର ଚର୍ମ, ମାଂସ ଓ ମଳ, ଲୋକମାନେ ଛାଉଣି ବାହାରକୁ ନେଇ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରିବେ।


Swiv nou:

Piblisite


Piblisite