ଲେବୀୟ ପୁସ୍ତକ 6:27 - ପବିତ୍ର ବାଇବଲ27 ଯେକେହି ପାପାର୍ଥକ ବଳିର ମାଂସକୁ ସ୍ପର୍ଶ କରିବ, ସେ ପବିତ୍ର ହେବ, “ପୁଣି ଯେବେ କୌଣସି ବସ୍ତ୍ରରେ ସେ ପାପାର୍ଥକ ବଳିର ରକ୍ତ ଛିଟା ପଡ଼ିଥାଏ, ତେବେ ତୁମ୍ଭେ ସେହି ବସ୍ତ୍ରକୁ ପବିତ୍ର ସ୍ଥାନରେ ଧୌତ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)27 ଯେ କିଛି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯେବେ କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ। Gade chapit laଓଡିଆ ବାଇବେଲ27 ଯେକେହି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯଦି କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତ ସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଯେକେହି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯଦି କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତ ସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ। Gade chapit la |
ଦେଖ, ଈଶ୍ୱରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ ଏହା ତୁମ୍ଭମାନଙ୍କୁ ଉଦ୍ଯୋଗୀ କରିଛି। ତୁମ୍ଭେମାନେ ଭୁଲ୍ରେ ନ ଥିଲ ବୋଲି ଏହା ପ୍ରମାଣିତ କରିଛି। ତୁମ୍ଭମାନଙ୍କ ପାଇଁ ଏହା କ୍ରୋଧ, ଭୟ ଆଣିଛି, ଏବଂ ଆମ୍ଭ ସହିତ ମିଶିବା ପାଇଁ ତୁମ୍ଭମାନଙ୍କ ଭିତରେ ଇଚ୍ଛା ଜାଗ୍ରତ କରିଛି। ଏହା ତୁମ୍ଭମାନଙ୍କୁ ଅଧିକ ସମର୍ପିତ କରିଛି, ଏହା ତୁମ୍ଭମାନଙ୍କୁ ନ୍ୟାୟ ପ୍ରଦାନ କରିଛି। ତୁମ୍ଭେମାନେ ପ୍ରତ୍ୟେକ କଥାରେ ପ୍ରମାଣିତ କରି ଦେଇଛ ଯେ, ତୁମ୍ଭେମାନେ ସେହି ସମସ୍ୟାର କୌଣସି ଅଂଶ ପାଇଁ ମଧ୍ୟ ଦୋଷୀ ନ ଥିଲ।