Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 6:28 - ପବିତ୍ର ବାଇବଲ

28 ଯଦି ତାହା ମାଟିପାତ୍ରରେ ପାକ କରାଯାଏ ତେବେ ତାହା ଭଙ୍ଗା ଯିବ, ଯେବେ ପିତ୍ତଳ ପାତ୍ରରେ ତାହା ପାକ ହୁଏ ତେବେ ତାହା ମଜା ଯିବ ଓ ଜଳରେ ପରିଷ୍କୃତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ମାତ୍ର ଯେଉଁ ମୃତ୍ତିକାପାତ୍ରରେ ତାହା ପାକ ହୁଏ, ତାହା ଭଙ୍ଗା ଯିବ; ଯେବେ ପିତ୍ତଳ ପାତ୍ରରେ ତାହା ପାକ ହୁଏ, ତେବେ ତାହା ମଜା ଯିବ ଓ ଜଳରେ ପରିଷ୍କୃତ ହେବ।

Gade chapit la Kopi

ଓଡିଆ ବାଇବେଲ

28 ମାତ୍ର ଯେଉଁ ମୃତ୍ତିକାର ପାତ୍ରରେ ତାହା ପାକ ହୁଏ, ତାହା ଭଙ୍ଗାଯିବ; ଯଦି ପିତ୍ତଳ ପାତ୍ରରେ ତାହା ପାକ ହୁଏ, ତେବେ ତାହା ମଜାଯିବ ଓ ଜଳରେ ପରିଷ୍କୃତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ମାତ୍ର ଯେଉଁ ମୃତ୍ତିକାର ପାତ୍ରରେ ତାହା ପାକ ହୁଏ, ତାହା ଭଙ୍ଗାଯିବ; ଯଦି ପିତ୍ତଳ ପାତ୍ରରେ ତାହା ପାକ ହୁଏ, ତେବେ ତାହା ମଜାଯିବ ଓ ଜଳରେ ପରିଷ୍କୃତ ହେବ।

Gade chapit la Kopi




ଲେବୀୟ ପୁସ୍ତକ 6:28
4 Referans Kwoze  

ପୁଣି କୌଣସି ମାଟିପାତ୍ର ଉପରେ ସେମାନଙ୍କର ଶବ ପଡ଼ିଲେ, ତା’ ମଧ୍ୟରେ ଥିବା ସମସ୍ତ ଦ୍ରବ୍ୟ ଅଶୁଚି ହେବ। ତେଣୁ ତାକୁ ତୁମ୍ଭେମାନେ ଭାଙ୍ଗି ପକାଇବ।


“ଯଦି କୌଣସି କ୍ଷରଣକାରୀ ମାଟିପାତ୍ରକୁ ଛୁଏଁ ତେବେ ସେହି ପାତ୍ରକୁ ଭାଙ୍ଗି ଦିଆଯିବ। ଆଉ ଯଦି କୌଣସି କାଠପାତ୍ରକୁ ଛୁଏଁ ତେବେ ତାହା ଜଳରେ ଧୁଆଯିବା ଉଚିତ୍।


ଲେବୀୟମାନଙ୍କୁ ଯେପ୍ରକାର ଆଦେଶ ଦିଆଯାଇଥିଲା, ସେମାନେ ସେହି ପ୍ରକାରେ ଅଗ୍ନି ଉପରେ ନିସ୍ତାରପର୍ବର ବଳିକୁ ପାକ କଲେ। ଆଉ ସେମାନେ ହାଣ୍ଡି, କେ‌ଟ୍‌ଲି ଓ କରେଇରେ ପବିତ୍ର ନୈବେଦ୍ୟଗୁଡ଼ିକୁ ସିଦ୍ଧ କଲେ। ଏହା ପରେ ସେମାନେ ଶୀଘ୍ର ସେହି ମାଂସକୁ ଲୋକମାନଙ୍କୁ ଦେଲେ।


Swiv nou:

Piblisite


Piblisite