Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 6:30 - ପବିତ୍ର ବାଇବଲ

30 ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ କରିବା ନିମନ୍ତେ ଯଦି କୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତେବେ ସେହି ପାପାର୍ଥକ ବଳି ନିଶ୍ଚୟ ଭୋଜନ କରାଯିବା ଉଚିତ୍ ନୁହେଁ। ତାହା ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରାଯିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ଵୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ , ତାହା ଅଗ୍ନିରେ ଦଗ୍ଧ ହେବ।

Gade chapit la Kopi

ଓଡିଆ ବାଇବେଲ

30 ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ।”

Gade chapit la Kopi




ଲେବୀୟ ପୁସ୍ତକ 6:30
8 Referans Kwoze  

ମହାଯାଜକ ପଶୁମାନଙ୍କର ରକ୍ତକୁ ଅତି ପବିତ୍ର ସ୍ଥାନକୁ ନେଇ ଯାଆନ୍ତି, ଓ ପାପ ପାଇଁ ସେ ରକ୍ତକୁ ସମର୍ପଣ କରନ୍ତି। କିନ୍ତୁ ଶିବିର ବାହାରେ ପଶୁମାନଙ୍କର ଶରୀରଗୁଡ଼ିକୁ ପୋଡ଼ି ଦିଆଯାଏ।


ଦେଖ ପବିତ୍ର ସ୍ଥାନ ଭିତରକୁ ଉତ୍ସର୍ଗ ପଶୁର ରକ୍ତ ଅଣାଗଲା ନାହିଁ। ତେଣୁ ତୁମ୍ଭେମାନେ ତାହା ମୋ’ ଆଦେଶାନୁସାରେ ପବିତ୍ର ସ୍ଥାନରେ ଭୋଜନ କରିବା ଉଚିତ୍।”


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ମହାପବିତ୍ର ବସ୍ତ୍ରର ଏହିସବୁ ଅଂଶଗୁଡ଼ିକ ତୁମ୍ଭର ହେବ। ଏହି ଅଂଶଗୁଡ଼ିକ ଦ‌ଗ୍‌ଧ ହେବା ଉଚିତ୍ ନୁହଁ ଯଥା: ସେମାନଙ୍କର ଶସ୍ୟ ନୈବେଦ୍ୟ ପାପାର୍ଥକ ବଳି ଓ ଦୋଷାର୍ଥକ ବଳି। ଏଗୁଡ଼ିକ ମହାପବିତ୍ର ଓ ତାହା ତୁମ୍ଭ ପାଇଁ ଏବଂ ତୁମ୍ଭର ଭବିଷ୍ୟଦ୍ ବଂଶଧରଙ୍କ ପାଇଁ।


ଆଉ ଇସ୍ରାଏଲର ଭଲ ଜଳ ହୋଇଥିବା ଗ୍ଭରଣଭୂମି ସ୍ଥାନରୁ ପଲର 200 ମେଷ ମଧ୍ୟରୁ ଏକ ମେଷ ଦେବ। “ତାହା ଲୋକମାନଙ୍କ ନିମନ୍ତେ ବିଶେଷ ନୈବେଦ୍ୟ ହେବ। ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ କରିବା ପାଇଁ ଏହି ଶସ୍ୟ ବଳି, ହୋମବଳି ଓ ମଙ୍ଗଳାର୍ଥକ ବଳି ହେବ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।


Swiv nou:

Piblisite


Piblisite