ଲେବୀୟ ପୁସ୍ତକ 6:4 - ପବିତ୍ର ବାଇବଲ4 ଏହି ଦୋଷଗୁଡ଼ିକ ମଧ୍ୟରୁ ଯେକୌଣସି ଗୋଟିଏ କରେ ସେ ପାପୀ ବୋଲି ବିବେଚିତ ହୁଏ। ସେ ନିଶ୍ଚୟ ଫେରାଇଦେବ, ଯାହାକିଛି ସେ ଗ୍ଭେରି କରିଛି କିମ୍ବା ଅନ୍ୟାୟ ଭାବରେ ହରଣ କରିଛି କିମ୍ବା ତାକୁ କିଛି ବିଶ୍ୱାସରେ ଦିଆଯାଇଛି କିମ୍ବା କିଛି ଗୋଟେ ଅଧିକାର କରିଥିବା ଦ୍ରବ୍ୟ ଯାହାକି ହଜି ଯାଇଛି। Gade chapit laପବିତ୍ର ବାଇବଲ (Re-edited) - (BSI)4 ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ଵାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି, Gade chapit laଓଡିଆ ବାଇବେଲ4 ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ୱାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ୱାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି, Gade chapit la |
ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହେବ ନାହିଁ ଏବଂ ତୁମ୍ଭେ ଯଜ୍ଞବେଦିରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ୟ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ୟାଗ କରୁଛ, ଆଉ ମଧ୍ୟ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ୟ ନୁହେଁ। ତା'ପରେ ତୁମ୍ଭେମାନେ ଆହତ, ଛୋଟା ଓ ରୁଗ୍ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସେହି ରୁଗ୍ଣ ପଶୁଗୁଡ଼ିକୁ ଆମ୍ଭେ ଗ୍ରହଣ କରିବା ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।