ଲେବୀୟ ପୁସ୍ତକ 7:13 - ପବିତ୍ର ବାଇବଲ13 ମଙ୍ଗଳାର୍ଥକ ବଳିର ଅର୍ଥ ଜଣେ ବ୍ୟକ୍ତି ସଦାପ୍ରଭୁଙ୍କୁ ଧନ୍ୟବାଦ ପ୍ରକାଶ କରିବା ଓ ପ୍ରଶଂସାର ସହିତ ଅର୍ପଣ କରୁଥିବା ବଳି। ଏହି ଉପହାର ସହିତ ସେ ତାଡ଼ିଯୁକ୍ତ ପିଠା ମଧ୍ୟ ଆଣିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)13 ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୋଟୀର ପିଠା ଦେଇ ଆପଣା ଉପହାର ଆଣିବ। Gade chapit laଓଡିଆ ବାଇବେଲ13 ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୁଟିର ପିଠା ଦେଇ ଆପଣା ଉପହାର ଆଣିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୁଟିର ପିଠା ଦେଇ ଆପଣା ଉପହାର ଆଣିବ। Gade chapit la |
ସଦାପ୍ରଭୁ କହନ୍ତି, ଏଠାରେ ତୁମ୍ଭେମାନେ ଆନନ୍ଦ ଧ୍ୱନି ଓ ହର୍ଷନାଦ, ବର କନ୍ୟାଙ୍କର ହର୍ଷଧ୍ୱନି, ସଦାପ୍ରଭୁଙ୍କର ପ୍ରଶଂସା ଗାନର କୋଳାହଳ ପାଇବ। ସେମାନେ କହିବେ, ‘ସଦାପ୍ରଭୁ ମଙ୍ଗଳମୟ ଓ ତାଙ୍କର କରୁଣା ସଦାକାଳ ସ୍ଥାୟୀ।’ ତେଣୁ ତାଙ୍କର ଧନ୍ୟବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦସ୍ୱରୂପ ବଳି ଆଣିବାର ଶବ୍ଦ ଶୁଣାଯିବ। ଏହା ହେବ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ୟ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସେପରି ହୋଇଯିବ।”