ଲେବୀୟ ପୁସ୍ତକ 7:2 - ପବିତ୍ର ବାଇବଲ2 ଯେଉଁ ସ୍ଥାନରେ ଯାଜକ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ। ତା'ପରେ ଯାଜକ ସେହି ବଳିର ରକ୍ତ ନେଇ ଯଜ୍ଞବେଦି ଗ୍ଭରିପାଖରେ ଛିଞ୍ଚିବ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ; ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ପ୍ରୋକ୍ଷଣ କରିବ। Gade chapit laଓଡିଆ ବାଇବେଲ2 ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ; ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ; ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବ। Gade chapit la |