ଲେବୀୟ ପୁସ୍ତକ 7:23 - ପବିତ୍ର ବାଇବଲ23 “ଇସ୍ରାଏଲର ଲୋକମାନଙ୍କୁ କୁହ, ଗାଈ କି ମେଷ କି ଛାଗର ମେଦ ଭୋଜନ ନ କରିବା ପାଇଁ। Gade chapit laପବିତ୍ର ବାଇବଲ (Re-edited) - (BSI)23 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ଗୋରୁର କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ। Gade chapit laଓଡିଆ ବାଇବେଲ23 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ତୁମ୍ଭେମାନେ ଗୋରୁର, କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ତୁମ୍ଭେମାନେ ଗୋରୁର, କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ। Gade chapit la |
ହଁ, ଏଠାରେ ଏହି ଲୋକମାନଙ୍କର ମନ କଠୋର ହୋଇ ଯାଇଛି। ଏ ଲୋକମାନଙ୍କର କାନ ଅଛି କିନ୍ତୁ ଏମାନେ ଶୁଣିପାରୁ ନାହାନ୍ତି। ଏମାନେ ସତ୍ୟ କଥା ଦେଖିବା ପାଇଁ ଆଖି ବନ୍ଦ କରି ଦେଉଛନ୍ତି। ନ ହେଲେ ହୁଏତ ସେମାନେ ସେମାନଙ୍କ ଆଖିରେ ଦେଖି ପାରନ୍ତେ, କାନରେ ଶୁଣି ପାରନ୍ତେ ଓ ବୁଝି ପାରନ୍ତେ। ଏହା ଦ୍ୱାରା, ସେମାନେ ମନ ଫେରାଇ ମୋ’ ନିକଟକୁ ଆସନ୍ତେ ଓ ମୁଁ ସେମାନଙ୍କୁ ସୁସ୍ଥ କରନ୍ତି।’