Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 7:28 - ପବିତ୍ର ବାଇବଲ

28 ପୁଣି ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲ-ସନ୍ତାନଗଣକୁ କୁହ,

Gade chapit la Kopi

ଓଡିଆ ବାଇବେଲ

28 ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲ ସନ୍ତାନଗଣକୁ କୁହ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲ-ସନ୍ତାନଗଣକୁ କୁହ,

Gade chapit la Kopi




ଲେବୀୟ ପୁସ୍ତକ 7:28
5 Referans Kwoze  

ତହୁଁ ହାରୋଣର ପୁତ୍ରଗଣ ଯଜ୍ଞବେଦିରେ ଏହିସବୁ ସହିତ ଅଗ୍ନିକାଠରେ ଥିବା ହୋମବଳିକୁ ଦ‌‌‌‌ଗ୍‌‌‌‌ଧ କରିବେ। ତାହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନୈବେଦ୍ୟ ଅଟେ।


ଯଦି କୌଣସି ବ୍ୟକ୍ତି ସେ ରକ୍ତ ଭୋଜନ କରେ ତେବେ ସେ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।”


“ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯେକେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ସେ ଆପଣା ସମାଗମ ବଳିରୁ ସଦାପ୍ରଭୁଙ୍କ ନିକଟକୁ ଆପଣା ନୈବେଦ୍ୟ ଆଣିବ।


“ନାସରୀୟ ବ୍ରତରେ ଥିବା ବ୍ୟକ୍ତି ନିଜର ମସ୍ତକ ଲଣ୍ତା କଲାପରେ, ଯାଜକ ସେହି ମେଷର ରନ୍ଧା ହୋଇଥିବା ସ୍କନ୍ଧ, ଗୋଟିଏ ତାଡ଼ିଶୂନ୍ୟ ପିଠା ସେହି ଡାଲାରୁ ଏବଂ ଗୋଟିଏ ସରୁ ପିଠା ଦେବ।


ତା'ପରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ମୋତେ ଦିଆଯାଇଥିବା ଉପହାରର ଦାୟୀତ୍ୱ ମୁଁ ତୁମ୍ଭକୁ ଦେଲି। ତୁମ୍ଭକୁ ଓ ତୁମ୍ଭର ବଂଶଧରମାନଙ୍କୁ ମୁଁ ଦେଉଥିବା ପବିତ୍ର ଦ୍ରବ୍ୟ ସେମାନଙ୍କର ଚିରସ୍ଥାୟୀ ଅଂଶ ହେବ।


Swiv nou:

Piblisite


Piblisite