Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 7:29 - ପବିତ୍ର ବାଇବଲ

29 “ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯେକେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ସେ ଆପଣା ସମାଗମ ବଳିରୁ ସଦାପ୍ରଭୁଙ୍କ ନିକଟକୁ ଆପଣା ନୈବେଦ୍ୟ ଆଣିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଯେ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ସେ ଆପଣା ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ନିକଟକୁ ଆପଣା ନୈବେଦ୍ୟ ଆଣିବ।

Gade chapit la Kopi

ଓଡିଆ ବାଇବେଲ

29 “ଯେକେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ସେ ଆପଣା ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ନିକଟକୁ ଆପଣା ନୈବେଦ୍ୟ ଆଣିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 “ଯେକେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ସେ ଆପଣା ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ନିକଟକୁ ଆପଣା ନୈବେଦ୍ୟ ଆଣିବ।

Gade chapit la Kopi




ଲେବୀୟ ପୁସ୍ତକ 7:29
7 Referans Kwoze  

ପରମେଶ୍ୱର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ୟ ଆଲୋକରେ ବାସ କରିବା ଉଚିତ୍। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତେବେ ଆମ୍ଭେ ପରସ୍ପର ସହଭାଗୀ ହୋଇପାରିବା। ଯଦି ଆମ୍ଭେମାନେ ଆଲୋକରେ ରହୁ, ତେବେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।


ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ପୁଣି ଥରେ ସମସ୍ତ ପୃଥିବୀର ବିଷୟ ହେଉ ବା ସ୍ୱର୍ଗର ବିଷୟ ହେଉ ନିଜ ସହିତ ମିଳିତ କରିବାକୁ ପସନ୍ଦ କଲେ। ଖ୍ରୀଷ୍ଟଙ୍କ କ୍ରୁଶର ରକ୍ତ ଦ୍ୱାରା ପରମେଶ୍ୱର ଶାନ୍ତି ଆଣିଲେ।


ପୁଣି ସଦାପ୍ରଭୁ ମୋଶାଙ୍କୁ କହିଲେ,


ସେହି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ୟବହାର କରିବା ଉଚିତ୍। ଯେତେବେଳେ କେହି ଜଣେ ବଳିଦାନ କଲେ ମାଂସ ସିଦ୍ଧ ହେବା ସମୟରେ ଯାଜକର ଦାସ ହସ୍ତରେ ତ୍ରିଶୁଳ ଧରି ଆସେ।


“ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ନିମ୍ନ ବ୍ୟବସ୍ଥା ଅଟେ।


ଏହିସବୁ ମେଦ ସେମାନେ ଗୋରୁ ଓ ମେଷର ବକ୍ଷ ଉପରେ ରଖିଲେ ଓ ହାରୋଣ ସେ ସମସ୍ତ ବେଦି ଉପରେ ଦ‌‌‌‌ଗ୍‌‌‌‌ଧ କଲେ।


Swiv nou:

Piblisite


Piblisite