Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 7:3 - ପବିତ୍ର ବାଇବଲ

3 “ଆଉ ସେ ଯାଜକ ତାହାର ସମସ୍ତ ମେଦ ଅର୍ଥାତ୍ ଲାଙ୍ଗୁଳର ମେଦ ଓ ଅନ୍ତ୍ରାଚ୍ଛାଦକ ମେଦ ଦୋଷାର୍ଥକ ବଳିରୂପେ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ସେ ତାହାର ସବୁ ମେଦ, ଅର୍ଥାତ୍, ମେଦମୟ ଲାଙ୍ଗୁଳ ଓ ଅନ୍ତ୍ରାଚ୍ଛାଦକ ମେଦ ଓ ଦୁଇ ଗୁରୁଦା

Gade chapit la Kopi

ଓଡିଆ ବାଇବେଲ

3 ଆଉ, ସେ ତାହାର ସବୁ ମେଦ, ଅର୍ଥାତ୍‍, ମେଦମୟ ଲାଙ୍ଗୁଳ, ଅନ୍ତ ଆଚ୍ଛାଦକ ମେଦ, ଦୁଇ ଗୁର୍ଦା ଓ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, ସେ ତାହାର ସବୁ ମେଦ, ଅର୍ଥାତ୍‍, ମେଦମୟ ଲାଙ୍ଗୁଳ, ଅନ୍ତ ଆଚ୍ଛାଦକ ମେଦ, ଦୁଇ ଗୁର୍ଦା

Gade chapit la Kopi




ଲେବୀୟ ପୁସ୍ତକ 7:3
9 Referans Kwoze  

ତା'ପରେ ତା'ର ଭିତରର ମେଦ, କଲିଜାର ମେଦ ଅଂଶ, ଯକୃତ ଏବଂ ଗ୍ଭରିପଟେ ଥିବା ମେଦକୁ ଯଜ୍ଞବେଦିରେ ଦ‌ଗ୍‌ଧ କର।


ନମ୍ର ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟବଳି। ହେ ପରମେଶ୍ୱର, ତୁମ୍ଭେ ନମ୍ର ହୃଦୟକୁ ଓ ପାପ ପାଇଁ ଅନୁତପ୍ତ ହୃଦୟକୁ ପ୍ରତ୍ୟାଖ୍ୟାନ କରିବ ନାହିଁ।


ହେ ପରମେଶ୍ୱର, ମୁଁ ବିଶ୍ୱସ୍ତ ହୁଏ ବୋଲି ତୁମ୍ଭେ ଗ୍ଭହଁ, ତେଣୁ ମୋ’ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।


ତୁମ୍ଭେ ସେହି ମାଂସକୁ କଞ୍ଚା ଖାଇବ ନାହିଁ କିମ୍ବା ପାଣିରେ ସିଝାଇବ ନାହିଁ। ତୁମ୍ଭେ ସେହି ମେଷ ଶାବକକୁ ନିଆଁରେ ପୁରାପୁରି ପୋଡ଼ିବା ଉଚିତ୍। ମେଷର ମୁଣ୍ତ, ଗୋଡ଼ ଏବଂ ଭିତରର ସମସ୍ତ ଅଂଶ ରହିବା ଉଚିତ୍।


ହାରୋଣଙ୍କ ପୁତ୍ରମାନଙ୍କ ମଧ୍ୟରୁ ଯେକେହି ମେଦ ଓ ରକ୍ତ ମଙ୍ଗଳାର୍ଥକ ବଳି କରେ, ସେ ଆପଣା ଅଂଶ ରୂପେ ଡାହାଣ ଚଟୁଆ ପାଇବ।


Swiv nou:

Piblisite


Piblisite