Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 7:33 - ପବିତ୍ର ବାଇବଲ

33 ହାରୋଣଙ୍କ ପୁତ୍ରମାନଙ୍କ ମଧ୍ୟରୁ ଯେକେହି ମେଦ ଓ ରକ୍ତ ମଙ୍ଗଳାର୍ଥକ ବଳି କରେ, ସେ ଆପଣା ଅଂଶ ରୂପେ ଡାହାଣ ଚଟୁଆ ପାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ହାରୋଣର ପୁତ୍ରଗଣଙ୍କ ମଧ୍ୟରେ ଯେକେହି ମଙ୍ଗଳାର୍ଥକ ବଳିର ରକ୍ତ ଓ ମେଦ ଉତ୍ସର୍ଗ କରେ, ସେ ଆପଣା ଅଂଶ ରୂପେ ଡାହାଣ ଚଟୁଆ ପାଇବ।

Gade chapit la Kopi

ଓଡିଆ ବାଇବେଲ

33 ହାରୋଣର ପୁତ୍ରଗଣଙ୍କ ମଧ୍ୟରେ ଯେକେହି ମଙ୍ଗଳାର୍ଥକ ବଳିର ରକ୍ତ ଓ ମେଦ ଉତ୍ସର୍ଗ କରେ, ସେ ଆପଣା ଅଂଶ ରୂପେ ମଙ୍ଗଳାର୍ଥକ ବଳିର ଡାହାଣ ଜଙ୍ଘ ପାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ହାରୋଣର ପୁତ୍ରଗଣଙ୍କ ମଧ୍ୟରେ ଯେକେହି ମଙ୍ଗଳାର୍ଥକ ବଳିର ରକ୍ତ ଓ ମେଦ ଉତ୍ସର୍ଗ କରେ, ସେ ଆପଣା ଅଂଶ ରୂପେ ମଙ୍ଗଳାର୍ଥକ ବଳିର ଡାହାଣ ଜଙ୍ଘ ପାଇବ।

Gade chapit la Kopi




ଲେବୀୟ ପୁସ୍ତକ 7:33
6 Referans Kwoze  

“ଆଉ ସେ ଯାଜକ ତାହାର ସମସ୍ତ ମେଦ ଅର୍ଥାତ୍ ଲାଙ୍ଗୁଳର ମେଦ ଓ ଅନ୍ତ୍ରାଚ୍ଛାଦକ ମେଦ ଦୋଷାର୍ଥକ ବଳିରୂପେ ଉତ୍ସର୍ଗ କରିବ।


ତୁମ୍ଭେମାନେ ନିଜ ନିଜ ମଙ୍ଗଳାର୍ଥକ ବଳିରୁ ଡାହାଣ ଚଟୁଆ ଯାଜକକୁ ଦେବ।


ମୁଁ (ସଦାପ୍ରଭୁ) ଇସ୍ରାଏଲ ସନ୍ତାନଗଣର ମଙ୍ଗଳାର୍ଥକ ନୈବେଦ୍ୟରୁ ବକ୍ଷ ଓ ଚଟୁଆ ନେଇ ଚିରକାଳ ଦେୟ ରୂପେ ସେସବୁ ଯାଜକ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଇଅଛି।”


ରୋଷେଇଆ ଚଟୁଆ ମାଂସ ଆଣି ଶାଉଲଙ୍କ ସମ୍ମୁଖରେ ଟେବୁଲ୍ ଉପରେ ରଖିଲା। ଶାମୁୟେଲ କହିଲେ, “ତୁମ୍ଭେ ତୁମ୍ଭ ଟେବୁ‌ଲ୍‌ରେ ଥିବା ମାଂସ ଖାଅ। ଏହା ତୁମ୍ଭମାନଙ୍କ ପାଇଁ ସଂରକ୍ଷିତ ଥିଲା। ଏହି ବିଶେଷ ସମୟ ପାଇଁ ଯେତେବେଳେ ଏକତ୍ରିତ ହେବା ପାଇଁ ମୁଁ ଲୋକମାନଙ୍କୁ ଡାକିଲି।” ତା'ପରେ ଶାଉଲ ଶାମୁୟେଲଙ୍କ ସହ ତାଙ୍କର ଖାଦ୍ୟ ଖାଇଲେ।


Swiv nou:

Piblisite


Piblisite