Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 7:36 - ପବିତ୍ର ବାଇବଲ

36 ସେମାନେ ଅଭିଷିକ୍ତ ହେଲା ପରେ ସଦାପ୍ରଭୁ ଏହା ସେମାନଙ୍କୁ ଦେବା ପାଇଁ ଇସ୍ରାଏଲ ଲୋକମାନଙ୍କୁ ଆଦେଶ ଦେଲେ। ପୁରୁଷାନୁକ୍ରମରେ ତାହା ସେମାନଙ୍କର ଅଂଶ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ସେ ସେମାନଙ୍କୁ ଅଭିଷେକ କରିବା ଦିନ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣଠାରୁ ତାହା ଦତ୍ତ ହେବା ନିମନ୍ତେ ଆଜ୍ଞା ଦେଲେ। ତାହା ସେମାନଙ୍କର ପୁରୁଷାନୁକ୍ରମେ ଅନନ୍ତକାଳୀନ ଦେୟ।

Gade chapit la Kopi

ଓଡିଆ ବାଇବେଲ

36 ସେ ସେମାନଙ୍କୁ ଅଭିଷେକ କରିବା ଦିନ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣଠାରୁ ତାହା ଦତ୍ତ ହେବା ନିମନ୍ତେ ଆଜ୍ଞା ଦେଲେ। ତାହା ସେମାନଙ୍କର ପୁରୁଷାନୁକ୍ରମେ ଅନନ୍ତକାଳୀନ ଦେୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ସେ ସେମାନଙ୍କୁ ଅଭିଷେକ କରିବା ଦିନ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣଠାରୁ ତାହା ଦତ୍ତ ହେବା ନିମନ୍ତେ ଆଜ୍ଞା ଦେଲେ। ତାହା ସେମାନଙ୍କର ପୁରୁଷାନୁକ୍ରମେ ଅନନ୍ତକାଳୀନ ଦେୟ।”

Gade chapit la Kopi




ଲେବୀୟ ପୁସ୍ତକ 7:36
6 Referans Kwoze  

ଏହା ପରେ ସେ ହାରୋଣଙ୍କ ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ମଧ୍ୟ ପବିତ୍ର କଲେ।


ଅନନ୍ତର ମୋଶା ଅଭିଷେକାର୍ଥକ ତୈଳରୁ ଓ ଯଜ୍ଞବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ। ପୁଣି ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସିଞ୍ଚନ କଲେ। ଆଉ ହାରୋଣଙ୍କୁ ଓ ତାଙ୍କର ସମସ୍ତ ବସ୍ତ୍ରକୁ ପବିତ୍ର କଲେ।


ଏହି ବିଧି ପ୍ରତ୍ୟେକ ଗୃହରେ ତୁମ୍ଭମାନଙ୍କର ସମସ୍ତ ଭବିଷ୍ୟ‌ଦ୍‌ ବଂଶାନୁକ୍ରମମାନଙ୍କ ପାଇଁ ଅନୁକରଣୀୟ ହେବ। ତୁମ୍ଭେମାନେ ଯେଉଁଠାରେ ରୁହ ନା କାହିଁକି ମେଦ କିମ୍ବା ରକ୍ତ ଭୋଜନ କରିବ ନାହିଁ।”


ଇସ୍ରାଏଲର ଗୋଷ୍ଠୀମାନଙ୍କ ମଧ୍ୟରୁ ତୁମ୍ଭର ପରିବାରବର୍ଗକୁ ମୋର ଯାଜକ ହୋଇ ସେବା କରିବାକୁ, ଏଫୋଦ ପରିଧାନ କରିବାକୁ ଓ ଯଜ୍ଞବେଦିରେ ଧୂପ ଜଳାଇବାକୁ ମୁଁ ମନୋନୀତ କରିଅଛି। ଆହୁରି ମଧ୍ୟ ମୁଁ ତୁମ୍ଭକୁ ଏକ ନିୟମ ଦେଲି ଯେ, ମୋ’ ପାଇଁ ଇସ୍ରାଏଲର ଲୋକମାନେ ଉତ୍ସର୍ଗ କରୁଥିବା ମାଂସ ଓ ଅନ୍ୟ ସାମଗ୍ରୀ ତୁମ୍ଭ ପରିବାରବର୍ଗକୁ ଦିଆଯିବ।


ହାରୋଣ ଓ ତା'ର ପୁତ୍ରମାନେ ପରଦା ପଛରେ ଥିବା ନିୟମ-ସିନ୍ଦୁକ ଓ ଏହାର ସମ୍ମୁଖରେ ଥିବା ଏହାକୁ ସନ୍ଧ୍ୟାରୁ ସକାଳ ପର୍ଯ୍ୟନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ୟବସ୍ଥା ଇସ୍ରାଏଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରଜୁଯ୍ୟ ହେବ।”


Swiv nou:

Piblisite


Piblisite