Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 7:38 - ପବିତ୍ର ବାଇବଲ

38 ସଦାପ୍ରଭୁ ଯେଉଁ ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଦେଶ ଦେଲେ ସେହି ଦିନ ଇସ୍ରାଏଲ ସନ୍ତାନଗଣଙ୍କୁ ସୀନୟ ପ୍ରାନ୍ତରସ୍ଥିତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ସଦାପ୍ରଭୁ ଯେଉଁ ଦିନ ସୀନୟ ପ୍ରାନ୍ତରସ୍ଥିତ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା ଦେଲେ, ସେହି ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଜ୍ଞା ଦେଲେ।

Gade chapit la Kopi

ଓଡିଆ ବାଇବେଲ

38 ସଦାପ୍ରଭୁ ଯେଉଁ ଦିନ ସୀନୟ ପ୍ରାନ୍ତରସ୍ଥିତ ଇସ୍ରାଏଲ ସନ୍ତାନଗଣକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା ଦେଲେ, ସେହି ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଜ୍ଞା ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ସଦାପ୍ରଭୁ ଯେଉଁ ଦିନ ସୀନୟ ପ୍ରାନ୍ତରସ୍ଥିତ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା ଦେଲେ, ସେହି ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଜ୍ଞା ଦେଲେ।

Gade chapit la Kopi




ଲେବୀୟ ପୁସ୍ତକ 7:38
5 Referans Kwoze  

ସଦାପ୍ରଭୁ ମୋଶାଙ୍କୁ କହିଲେ,


ଏହିସବୁ ବ୍ୟବସ୍ଥା, ବିଧି ଓ ଶିକ୍ଷାମାନ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କୁ ଦେଲେ। ଏହିସବୁ ବିଧି ଇସ୍ରାଏଲ ସନ୍ତାନଗଣ ଓ ସଦାପ୍ରଭୁଙ୍କ ମଧ୍ୟରେ ସ୍ଥାପିତ ହୋଇଥିଲା। ଆଉ ସଦାପ୍ରଭୁ ଏହି ସମସ୍ତ ବିଧି ମୋଶାଙ୍କୁ ସୀନୟ ପର୍ବତରେ ଦେଇଥିଲେ ଓ ମୋଶା ଇସ୍ରାଏଲର ଲୋକମାନଙ୍କୁ ତାହା ଦେଲେ।


ଏ ସମସ୍ତ ଆଜ୍ଞା ଯାହାକୁ ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ ସନ୍ତାନଗଣଙ୍କ ଉଦ୍ଦେଶ୍ୟରେ ମୋଶାଙ୍କୁ ପ୍ରଦାନ କରିଥିଲେ।


“ହଁ ଦେଖ, ସଦାପ୍ରଭୁ ମୋର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ସେହି ବ୍ୟବସ୍ଥାସବୁ ଶିକ୍ଷା ଦେଲି। ମୁଁ ତୁମ୍ଭମାନଙ୍କୁ ସେହିପରି ବ୍ୟବସ୍ଥା ଓ ବିଧି ଶିକ୍ଷା ଦେଇଅଛି, ଯେପରି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କ ଅନୁସାରେ ବାସ କରିବ।


Swiv nou:

Piblisite


Piblisite