Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 7:4 - ପବିତ୍ର ବାଇବଲ

4 ଆଉ ସେ ଯାଜକ ଦୁଇ ଗୁରୁଦା ଓ ମେଦ ଉପରିସ୍ଥିତ ଓ ପାର୍ଶ୍ୱସ୍ଥ ମେଦର ପଛ ମାଂସପେଶୀର ନିମ୍ନଭାଗ ଓ ମେଦର ଆଚ୍ଛାଦିତ ଯକୃତ ନେଇ ଉତ୍ସର୍ଗ କରିବା ଉଚିତ୍। ସେ ଏହା ଗୁରୁଦା ସହିତ ନିଶ୍ଚୟ ବାହାର କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଓ ତହିଁ ଉପରିସ୍ଥିତ ପାର୍ଶ୍ଵସ୍ଥ ମେଦ ଓ ଦୁଇ ଗୁରୁଦା ସହିତ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ ନେଇ ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

4 ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଓ ଦୁଇ ଗୁର୍ଦା ସହିତ ଯକୃତର ଉପରିସ୍ଥ ଅନ୍ତପ୍ଲାବକ ନେଇ ଉତ୍ସର୍ଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଓ ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଦୁଇ ଗୁର୍ଦା ସହିତ ଯକୃତର ଉପରିସ୍ଥ ଅନ୍ତପ୍ଲାବକ ନେଇ ଉତ୍ସର୍ଗ କରିବ।

Gade chapit la Kopi




ଲେବୀୟ ପୁସ୍ତକ 7:4
4 Referans Kwoze  

ସେ ଦୁଇ ଗୁରୁଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରପ୍ଳାବକ ନେବ।


ତା'ପରେ ତା'ର ଭିତରର ମେଦ, କଲିଜାର ମେଦ ଅଂଶ, ଯକୃତ ଏବଂ ଗ୍ଭରିପଟେ ଥିବା ମେଦକୁ ଯଜ୍ଞବେଦିରେ ଦ‌ଗ୍‌ଧ କର।


ସେ ଦୁଇଟି ଗୁରୁଦା, ମେଦ ଉପରିସ୍ଥ ଓ ଗୁରୁଦାର ପାର୍ଶ୍ୱବର୍ତ୍ତୀ ଏବଂ ଯକୃତର ମେଦ ଏବଂ ନିମ୍ନ ଭାଗର ପଛ ମାଂସପେଶୀ ଗୁରୁଦା ସହିତ ବାହାର କରି ନେବା ଉଚିତ୍।


ପୁଣି ଯାଜକ ସଦାପ୍ରଭୁଙ୍କୁ ଉପହାର ସ୍ୱରୂପ ଏହିସବୁ ନେଇ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କରିବ, ଏହା ହେଉଛି ଦୋଷାର୍ଥକ ବଳି।


Swiv nou:

Piblisite


Piblisite