ଲେବୀୟ ପୁସ୍ତକ 8:12 - ପବିତ୍ର ବାଇବଲ12 ଏହା ପରେ ସେ ହାରୋଣଙ୍କ ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ମଧ୍ୟ ପବିତ୍ର କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ସେ ହାରୋଣଙ୍କୁ ପ୍ରତିଷ୍ଠା କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ। Gade chapit laଓଡିଆ ବାଇବେଲ12 ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ। Gade chapit la |