ଲେବୀୟ ପୁସ୍ତକ 8:14 - ପବିତ୍ର ବାଇବଲ14 ତା'ପରେ ମୋଶା ପାପାର୍ଥକ ବଳିର ଗୋବତ୍ସ ଆଣିଲେ। ତା'ପରେ ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକ ଉପରେ ହସ୍ତ ରଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ-ମସ୍ତକରେ ହସ୍ତନିର୍ଭର ଦେଲେ। Gade chapit laଓଡିଆ ବାଇବେଲ14 ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ। Gade chapit la |
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।