ଲେବୀୟ ପୁସ୍ତକ 8:15 - ପବିତ୍ର ବାଇବଲ15 ତତ୍ପରେ ମୋଶା ତାକୁ ବଧ କଲେ ଓ ସେହି ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ଯଜ୍ଞବେଦିର ଗ୍ଭରିଆଡ଼େ ଶିଙ୍ଗ ଉପରେ ଦେଇ ଯଜ୍ଞବେଦିକି ପାପ ମୁକ୍ତ କଲେ। ଆଉ ଯଜ୍ଞବେଦି ମୂଳରେ ସେହି ରକ୍ତକୁ ଢାଳି ଦେଲେ। ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ପାଇଁ ସେ ଏହାକୁ ପବିତ୍ର କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ଵାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକି ପବିତ୍ର କଲେ; ଆଉ, ବେଦିମୂଳରେ ସେହି ରକ୍ତ ଢାଳିଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ। Gade chapit laଓଡିଆ ବାଇବେଲ15 ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳି ଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳିଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ। Gade chapit la |
“ହେ ଦାନିୟେଲ, ପରମେଶ୍ୱର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହେବାର ଲକ୍ଷ୍ୟ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହେବା। ଏହାର ଲକ୍ଷ୍ୟ ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାୟୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡ଼ିକ ଓ ଭବିଷ୍ୟଦ୍ବାଣୀ ଓ ପବିତ୍ର ସ୍ଥାନରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ୟ କରେ।