Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 8:18 - ପବିତ୍ର ବାଇବଲ

18 ତା'ପରେ ସେ ହୋମବଳି ପାଇଁ ମେଷ ଆଣିଲେ। ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଅନନ୍ତର ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତନିର୍ଭର ଦେଲେ।

Gade chapit la Kopi

ଓଡିଆ ବାଇବେଲ

18 ଏଥିଉତ୍ତାରେ ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତ ରଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିଉତ୍ତାରେ ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତ ରଖିଲେ।

Gade chapit la Kopi




ଲେବୀୟ ପୁସ୍ତକ 8:18
6 Referans Kwoze  

“ତୁମ୍ଭେ ହାରୋଣଙ୍କୁ ଓ ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କୁ, ସକଳ ବସ୍ତ୍ର, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳି ନିମନ୍ତେ ଷଣ୍ଢ, ଦୁଇଟି ମେଷଛୁଆ ଓ ତାଡ଼ିଶୂନ୍ୟ ରୋଟୀର ଡାଲା ଏକତ୍ରିତ କର।


ତା'ପରେ ମଣ୍ଡଳୀର ପ୍ରାଚୀନବର୍ଗ ସେହି ଗୋବତ୍ସର ମସ୍ତକରେ ହାତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବେ।


ତା'ପରେ ମୋଶା ମେଷଟିକୁ ବଧ କଲେ ଓ ତା'ର ରକ୍ତ ନେଇ ଯଜ୍ଞବେଦିର ଗ୍ଭରିଆଡ଼େ ଛିଞ୍ଚିଲେ।


ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ହୋମବଳି ବିଧି ଅନୁସାରେ ଉତ୍ସର୍ଗ କଲେ।


Swiv nou:

Piblisite


Piblisite