Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 8:19 - ପବିତ୍ର ବାଇବଲ

19 ତା'ପରେ ମୋଶା ମେଷଟିକୁ ବଧ କଲେ ଓ ତା'ର ରକ୍ତ ନେଇ ଯଜ୍ଞବେଦିର ଗ୍ଭରିଆଡ଼େ ଛିଞ୍ଚିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତହୁଁ ସେ ତାକୁ ବଧ କଲେ, ପୁଣି ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।

Gade chapit la Kopi

ଓଡିଆ ବାଇବେଲ

19 ତହୁଁ ସେ ତାକୁ ବଧ କଲେ, ପୁଣି ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତହୁଁ ସେ ତାକୁ ବଧ କଲେ, ପୁଣି ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।

Gade chapit la Kopi




ଲେବୀୟ ପୁସ୍ତକ 8:19
5 Referans Kwoze  

ମୋଶା ପବିତ୍ର ତମ୍ବୁ ଉପରେ ସେହି ରକ୍ତ ଛିଞ୍ଚିଲେ। ଉପାସନା ପାଇଁ ଆବଶ୍ୟକ ହେଉଥିବା ପ୍ରତ୍ୟେକ ବସ୍ତୁ ଉପରେ ମଧ୍ୟ ସେ ସେହି ରକ୍ତ ଛିଞ୍ଚିଲେ।


ପୁଣି ସେ ଯଜ୍ଞବେଦିର ଉତ୍ତର ପାର୍ଶ୍ୱରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ। ତା'ପରେ ଯାଜକ ହାରୋଣର ପୁତ୍ରମାନେ ଯଜ୍ଞବେଦିର ଚତୁର୍ଦ୍ଦିଗରେ ତାହାର ରକ୍ତ ସିଞ୍ଚନ କରିବେ।


ତା'ପରେ ସେ ହୋମବଳି ପାଇଁ ମେଷ ଆଣିଲେ। ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତ ରଖିଲେ।


ଆଉ ସେ ମେଷକୁ ଖଣ୍ଡ ଖଣ୍ଡ କରି କାଟିଲେ, ମୋଶା ତାହାର ମସ୍ତକ, ସମସ୍ତ ମାଂସ ଖଣ୍ଡ ଓ ମେଦ ଦ‌‌‌‌ଗ୍‌‌‌‌ଧ କଲେ। ସେ ତାହାର ଅନ୍ତ ଓ ନଳି ଗୋଡ଼ ଜଳରେ ଧୌତ କଲେ। ତା'ପରେ ଯଜ୍ଞବେଦି ଉପରେ ମୋଶା ସମସ୍ତ ମେଷକୁ ଦ‌‌‌‌ଗ୍‌‌‌‌ଧ କଲେ। ଏହା ଥିଲା ସଦାପ୍ରଭୁଙ୍କ ପାଇଁ ହୋମବଳି ଓ ସଦାପ୍ରଭୁଙ୍କର ଏକ ସୁବାସିତ ନୈବେଦ୍ୟ। ମୋଶା ଠିକ୍ ତାହା କଲେ, ଯାହା ସଦାପ୍ରଭୁ ତାଙ୍କୁ ଆଜ୍ଞା ଦେଇଥିଲେ।


ତେଣୁ ଯାଜକମାନେ ବଳଦମାନଙ୍କୁ ହତ୍ୟା କଲେ ଓ ରକ୍ତକୁ ରଖିଲେ। ଆଉ ସେମାନେ ସେହି ବଳଦର ରକ୍ତକୁ ବେଦି ଉପରେ ସିଞ୍ଚିଲେ। ଏହା ପରେ ଯାଜକମାନେ ମେଷମାନଙ୍କୁ ହତ୍ୟା କଲେ ଓ ମେଷମାନଙ୍କର ରକ୍ତ ଯଜ୍ଞବେଦି ଉପରେ ସିଞ୍ଚନ କଲେ।


Swiv nou:

Piblisite


Piblisite