Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 8:20 - ପବିତ୍ର ବାଇବଲ

20-21 ଆଉ ସେ ମେଷକୁ ଖଣ୍ଡ ଖଣ୍ଡ କରି କାଟିଲେ, ମୋଶା ତାହାର ମସ୍ତକ, ସମସ୍ତ ମାଂସ ଖଣ୍ଡ ଓ ମେଦ ଦ‌‌‌‌ଗ୍‌‌‌‌ଧ କଲେ। ସେ ତାହାର ଅନ୍ତ ଓ ନଳି ଗୋଡ଼ ଜଳରେ ଧୌତ କଲେ। ତା'ପରେ ଯଜ୍ଞବେଦି ଉପରେ ମୋଶା ସମସ୍ତ ମେଷକୁ ଦ‌‌‌‌ଗ୍‌‌‌‌ଧ କଲେ। ଏହା ଥିଲା ସଦାପ୍ରଭୁଙ୍କ ପାଇଁ ହୋମବଳି ଓ ସଦାପ୍ରଭୁଙ୍କର ଏକ ସୁବାସିତ ନୈବେଦ୍ୟ। ମୋଶା ଠିକ୍ ତାହା କଲେ, ଯାହା ସଦାପ୍ରଭୁ ତାଙ୍କୁ ଆଜ୍ଞା ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆଉ, ସେ ମେଷକୁ ଖଣ୍ତ ଖଣ୍ତ କରି କାଟିଲେ; ପୁଣି, ମୋଶା ତାହାର ମସ୍ତକ ଓ ମାଂସଖଣ୍ତସକଳ ଓ ମେଦ ଦଗ୍ଧ କଲେ।

Gade chapit la Kopi

ଓଡିଆ ବାଇବେଲ

20 ଆଉ, ସେ ମେଷକୁ ଖଣ୍ଡ ଖଣ୍ଡ କରି କାଟିଲେ; ପୁଣି, ମୋଶା ତାହାର ମସ୍ତକ, ମାଂସଖଣ୍ଡସକଳ ଓ ମେଦ ଦଗ୍ଧ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ, ସେ ମେଷକୁ ଖଣ୍ଡ ଖଣ୍ଡ କରି କାଟିଲେ; ପୁଣି, ମୋଶା ତାହାର ମସ୍ତକ, ମାଂସଖଣ୍ଡସକଳ ଓ ମେଦ ଦଗ୍ଧ କଲେ।

Gade chapit la Kopi




ଲେବୀୟ ପୁସ୍ତକ 8:20
3 Referans Kwoze  

ପୁଣି ଯାଜକ ହାରୋଣର ପୁତ୍ର ଯାଜକମାନେ ଯଜ୍ଞବେଦି ଉପରିସ୍ଥ ଅଗ୍ନି ଉପରେ ଥିବା କାଠ ଉପରେ ସେହି ଖଣ୍ଡ ସକଳ, ମସ୍ତକ ଓ ମେଦ ରଖିବେ।


ତା'ପରେ ମୋଶା ମେଷଟିକୁ ବଧ କଲେ ଓ ତା'ର ରକ୍ତ ନେଇ ଯଜ୍ଞବେଦିର ଗ୍ଭରିଆଡ଼େ ଛିଞ୍ଚିଲେ।


ଏବଂ ତିନି ଇଞ୍ଚ ଦୀର୍ଘ ଆଙ୍କୁଡ଼ିମାନ ଭିତର କାନ୍ଥର ଗ୍ଭରିଆଡ଼େ ଲଗା ଯାଇଥିଲା ଏବଂ ମେଜମାନଙ୍କ ଉପରେ ଉପହାରାର୍ଥକ ମାଂସ ରଖାଯାଇଥିଲା।


Swiv nou:

Piblisite


Piblisite