ଲେବୀୟ ପୁସ୍ତକ 8:23 - ପବିତ୍ର ବାଇବଲ23 ତା'ପରେ ମୋଶା ମେଷକୁ ବଧ କଲେ ଓ ତାହାର କିଛି ରକ୍ତ ନେଇ ହାରୋଣର ଦକ୍ଷିଣ କର୍ଣ୍ଣ ଗହ୍ୱରରେ ଓ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ହାରୋଣର ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ। Gade chapit laଓଡିଆ ବାଇବେଲ23 ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଡାହାଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଡାହାଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ। Gade chapit la |
କରିନ୍ଥଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ର କରାଯାଇଛନ୍ତି ସେମାନଙ୍କ ନିକଟକୁ ଏହି ପତ୍ର ଲେଖା ଯାଉଅଛି। ତୁମ୍ଭେମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ହୋଇଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ସର୍ବତ୍ର ଯେଉଁମାନେ ବିଶ୍ୱାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ୱାସୀଙ୍କ ସହିତ ତୁମ୍ଭେମାନେ ଆହୂତ ହୋଇଅଛ।
ଲୋକେ ଜାଣିଥିବା ଗୋଟିଏ ଉଦାହରଣ ଦେଇ ମୁଁ ଏ କଥା ତୁମ୍ଭମାନଙ୍କୁ ବୁଝାଉଛି। ଏହାକୁ ବୁଝିବା କଷ୍ଟକର ହୋଇଥିବା କାରଣରୁ ମୁଁ ଏହିଭଳି ବୁଝାଉଛି। ଅତୀତରେ ତୁମ୍ଭେମାନେ ନିଜ ଶରୀରର ଅଙ୍ଗଗୁଡ଼ିକୁ ପାପର ଦାସ ହେବାକୁ ଓ ମନ୍ଦ କର୍ମରେ ନିଯୁକ୍ତ କରିଥିଲ। ଫଳ ସ୍ୱରୂପ ତୁମ୍ଭେମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଜୀବନଯାପନ କରୁଥିଲ। ଠିକ୍ ସେହିଭଳି ଏବେ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼ିକୁ ଭଲ କାମ କରିବା ପାଇଁ ସମର୍ପଣ କର। ତେବେ ତୁମ୍ଭେମାନେ କେବଳ ପରମେଶ୍ୱରଙ୍କ ପାଇଁ ବଞ୍ଚିବ।