Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 8:28 - ପବିତ୍ର ବାଇବଲ

28 ଏହା ପରେ ମୋଶା ସେମାନଙ୍କ ହସ୍ତରୁ ସେସବୁ ନେଇ ଯଜ୍ଞବେଦିସ୍ଥିତ ହୋମବଳି ଉପରେ ଦ‌‌‌‌ଗ୍‌‌‌‌ଧ କଲେ। ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଯାଜକ ରୂପେ ନିଯୁକ୍ତି ଉପଲକ୍ଷେ ଏହା ଏକ ନୈବେଦ୍ୟ ଥିଲା, ଏହା ସଦାପ୍ରଭୁଙ୍କ ପାଇ ଏକ ସୁବାସିତ ନୈବେଦ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଏଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।

Gade chapit la Kopi

ଓଡିଆ ବାଇବେଲ

28 ଏଥିଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେହିସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏହିସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏଥିଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେହି ସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏହିସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।

Gade chapit la Kopi




ଲେବୀୟ ପୁସ୍ତକ 8:28
6 Referans Kwoze  

ଏହା ପରେ ହାରୋଣ ଏବଂ ତାଙ୍କର ପୁତ୍ରଙ୍କ ହସ୍ତରୁ ଏହି ନୈବେଦ୍ୟ ନେଇ ଯଜ୍ଞବେଦିର ହୋମବଳି ଉପରେ ଦ‌ଗ୍‌ଧ କର। ଏହା ସଦାପ୍ରଭୁଙ୍କ ପାଇଁ ଏକ ସୁବାସିତ ଉପହାର।


ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ହେ ‌‌ଖ‌ଡ଼୍‌ଗ, ଯାଅ! ଏବଂ ମେଷପାଳକ ଆମ୍ଭର ଘନିଷ୍ଟ ବନ୍ଧୁଙ୍କୁ ଆଘାତ କର। ମେଷପାଳକଙ୍କୁ ଆଘାତ କର, ଯେପରି ମେଷପଲ ପଳାୟନ କରିବେ। ଆମ୍ଭେ ଆପଣା ହସ୍ତ ସେହି କ୍ଷୁଦ୍ରମାନଙ୍କ ବିରୁଦ୍ଧରେ ଉଠାଇବା।


ତହିଁରେ ସଦାପ୍ରଭୁ ସେମାନଙ୍କର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚିନ୍ତା କଲେ, “ପୃଥିବୀକି ଅଭିଶାପ ଦେବା ନାହିଁ। ଯଦିଓ ବାଲ୍ୟକାଳରୁ ମନୁଷ୍ୟର ମନର ଅଭିପ୍ରାୟ ଓ ପ୍ରବଣତା ମନ୍ଦ, ତଥାପି ଆଉ କେବେହେଲେ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି।


ମାତ୍ର ସେହି ଯାଜକ ଅନ୍ତ ଅଂଶ ଓ ଗୋଡ଼ ଜଳରେ ଧୌତ କରିବେ ତା'ପରେ ଯାଜକ ଯଜ୍ଞବେଦି ଉପରେ ତାକୁ ଦ‌‌‌‌ଗ୍‌‌‌‌ଧ କରିବେ ଓ ତାହା ଗୋଟିଏ ହୋମବଳି ହେବ। ଏବଂ ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନୈବେଦ୍ୟ ହେବ।


Swiv nou:

Piblisite


Piblisite