ଲେବୀୟ ପୁସ୍ତକ 8:30 - ପବିତ୍ର ବାଇବଲ30 ଅନନ୍ତର ମୋଶା ଅଭିଷେକାର୍ଥକ ତୈଳରୁ ଓ ଯଜ୍ଞବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ। ପୁଣି ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସିଞ୍ଚନ କଲେ। ଆଉ ହାରୋଣଙ୍କୁ ଓ ତାଙ୍କର ସମସ୍ତ ବସ୍ତ୍ରକୁ ପବିତ୍ର କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)30 ଅନନ୍ତର ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେନ୍ତଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ର ସକଳକୁ ପବିତ୍ର କଲେ। Gade chapit laଓଡିଆ ବାଇବେଲ30 ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ର ସକଳକୁ ପବିତ୍ର କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ରସକଳକୁ ପବିତ୍ର କଲେ। Gade chapit la |
ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶେଷ ଦାନ ଦେଇଛନ୍ତି, ତାହା ତୁମ୍ଭଠାରେ ଏପର୍ଯ୍ୟନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନେବା ଆବଶ୍ୟକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସେହି ଦାନ ତୁମ୍ଭକୁ ସମସ୍ତ ବିଷୟରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦେଇଥିବା ସେହି ଦାନ ସତ୍ୟ ଅଟେ, ମିଥ୍ୟା ନୁହେଁ। ତେଣୁ ତାହାଙ୍କର ସେହି ଦାନର ଶିକ୍ଷାନୁସାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଆଉ ଜୀବନଯାପନ କର।
ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।