ଲେବୀୟ ପୁସ୍ତକ 8:35 - ପବିତ୍ର ବାଇବଲ35 ତୁମ୍ଭେମାନେ ସାତ ଦିନ ଧରି ଦିବାରାତ୍ରି ସମାଗମ-ତମ୍ବୁ ଦ୍ୱାରରେ ରହିବ। ତାହାହେଲେ ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ରକ୍ଷା ପାଇବ। ଏହା ପାଳନ ନ କଲେ ତୁମ୍ଭେମାନେ ମୃତ୍ୟୁବରଣ କରିବ କାରଣ ସଦାପ୍ରଭୁ ମୋତେ ଏହି ଆଜ୍ଞା ଦେଇଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)35 ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନଯାଏ ସମାଗମ-ତମ୍ଵୁଦ୍ଵାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ। Gade chapit laଓଡିଆ ବାଇବେଲ35 ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।” Gade chapit la |
ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି।