Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 8:9 - ପବିତ୍ର ବାଇବଲ

9 ପୁଣି ତାଙ୍କ ମସ୍ତକରେ ପଗଡ଼ି ରଖିଲେ, ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ, ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ତାଙ୍କର ମସ୍ତକରେ ପାଗ ରଖିଲେ; ପାଗ ସମ୍ମୁଖରେ ସ୍ଵର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।

Gade chapit la Kopi




ଲେବୀୟ ପୁସ୍ତକ 8:9
10 Referans Kwoze  

ତା'ପରେ ମୁଁ କହିଲି, “ତା'ର ମସ୍ତକରେ ଏକ ନିର୍ମଳ ପଗଡ଼ି ବାନ୍ଧି ଦିଅନ୍ତୁ।” ତେଣୁ ସେମାନେ ତାଙ୍କର ମସ୍ତକରେ ନିର୍ମଳ ପଗଡ଼ି ବାନ୍ଧି ଦେଲେ। ସେମାନେ ତାଙ୍କୁ ପୁଣି ବସ୍ତ୍ର ପିନ୍ଧାଇଲା ବେଳେ ସଦାପ୍ରଭୁଙ୍କର ଦୂତ ପାଖରେ ଠିଆ ହୋଇଥିଲେ।


ତାହାର ମସ୍ତକରେ ପାଗ ବାନ୍ଧି ତା’ ଉପରେ ଏକ ପବିତ୍ର ମୁକୁଟ ଦେବ।


ବୁକୁପଟା, ଏଫୋଦ, ଗୋଟିଏ ଗ୍ଭେଗା, ଶୁକ୍ଳ ସୁତାରେ ବୁଣା ଯାଇଥିବା ଗ୍ଭେଗା, ପଗଡ଼ି ଓ କଟି ବନ୍ଧନ ସେମାନେ ପ୍ରସ୍ତୁତ କରିବା ଉଚିତ୍। ଏହି ଲୋକମାନେ ଏହିସବୁ ପବିତ୍ର ବସ୍ତ୍ର ତୁମ୍ଭର ଭାଇ ହାରୋଣ ଓ ତାହାର ପୁତ୍ରଗଣ ପାଇଁ ପ୍ରସ୍ତୁତ କରିବେ, ଯେଉଁଥିପାଇଁ ସେମାନେ ମୋର ଯାଜକ ରୂପେ ସେବା କରିବେ।


ମୋଶା ସଦାପ୍ରଭୁଙ୍କ ସମସ୍ତ ନିୟମ ମାନି ତାଙ୍କର ଆଜ୍ଞା ଅନୁଯାୟୀ କାର୍ଯ୍ୟମାନ କଲେ।


ତେଣୁ ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେସବୁ କଥା ପାଳନ କଲେ।


Swiv nou:

Piblisite


Piblisite