Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 9:1 - ପବିତ୍ର ବାଇବଲ

1 ଅନନ୍ତର ଅଷ୍ଟମ ଦିନରେ ମୋଶା ହାରୋଣ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଡକାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଅଷ୍ଟମ ଦିନରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଡାକିଲେ,

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଅଷ୍ଟମ ଦିନରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଡାକିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଅଷ୍ଟମ ଦିନରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଡାକିଲେ,

Gade chapit la Kopi




ଲେବୀୟ ପୁସ୍ତକ 9:1
9 Referans Kwoze  

ବିଶ୍ରାମ ଦିବସର ପରଦିନ ଅର୍ଥାତ୍ ସପ୍ତାହର ପ୍ରଥମ ଦିନ ଅତି ସକାଳୁ ମ‌ଗ୍‌‌ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ କବର ଦେଖିବାକୁ ଆସିଲେ।


ପୁଣି ଅଷ୍ଟମ ଦିନରେ ନାସରୀୟ ଦୁଇଟି କପୋତ କିମ୍ବା ପାରା ସମାଗମ-ତମ୍ବୁ ଦ୍ୱାରରେ ଯାଜକ ନିକଟକୁ ଆଣିବ।


ତା'ପରେ ଅଷ୍ଟମ ଦିନରେ ସେହି ସ୍ତ୍ରୀଲୋକ ଦୁଇଟି କପୋତ କିମ୍ବା ଦୁଇଟି ପାରା ଛୁଆ ଆଣି ସମାଗମ-ତମ୍ବୁର ଦ୍ୱାର ନିକଟରେ ଯାଜକକୁ ଅର୍ପଣ କରିବ।


ଅଷ୍ଟମ ଦିନରେ ସେହି ଲୋକ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆଣିବ। ସେ ସମାଗମ-ତମ୍ବୁ ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକକୁ ଅର୍ପଣ କରିବ।


“ଆଉ ଅଷ୍ଟମ ଦିନରେ ସେହି ଲୋକ ସମସ୍ତ ଦ୍ରବ୍ୟ ଆଣି ସମାଗମ-ତମ୍ବୁ ଦ୍ୱାର ନିକଟରେ ଯାଜକ ପାଖକୁ ଆଣିବ। ଯାଜକ ସେହି ସମସ୍ତ ଜିନିଷ ସଦାପ୍ରଭୁଙ୍କ ସମ୍ମୁଖରେ ତା'ର ପ୍ରାୟଶ୍ଚିତ ପାଇଁ ଉତ୍ସର୍ଗ କରିବ ଓ ସେ ଶୁଚି ହେବ।


“ଅଷ୍ଟମ ଦିନରେ ସେ କୁଷ୍ଠରୋଗୀ ଦୁଇ ନିଖୁଣ ମେଷବତ୍ସ, ଏକବର୍ଷୀୟା ଏକ ନିଖୁଣ ମେଷବତ୍ସା, ଶସ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋ‌‌‌‌ଗ୍‌‌‌‌ ତୈଳ ନେବ।


ଆଉ ପଦ ଅଭିଷେକ ଉତ୍ସବ ସାତ ଦିନ ଧରି ଗ୍ଭଲିବ। ତୁମ୍ଭେମାନେ ଏହି ସାତ ଦିନ ଯାଏ ସମାଗମ-ତମ୍ବୁ ଦ୍ୱାରରୁ ବାହାରକୁ ଯିବ ନାହିଁ। କାରଣ ପୌରହିତ୍ୟ ନିଶ୍ଚୟ ସାତ ଦିନ ଯାଏ ଗ୍ଭଲିବ।


ତେଣୁ ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେସବୁ କଥା ପାଳନ କଲେ।


Swiv nou:

Piblisite


Piblisite