ଲେବୀୟ ପୁସ୍ତକ 9:17 - ପବିତ୍ର ବାଇବଲ17 ପୁଣି ହାରୋଣ ଭକ୍ଷ୍ୟ ନୈବେଦ୍ୟ ବେଦି ନିକଟକୁ ଆଣି ତହିଁରୁ ମୁଠିଏ ନେଇ ପ୍ରଭାତର ହୋମବଳି ସହିତ ଯଜ୍ଞବେଦି ଉପରେ ତାହା ଦଗ୍ଧ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ଆଉ, ସେ ଭକ୍ଷ୍ୟ-ନୈବେଦ୍ୟ ଆଣି ତହିଁରୁ ମୁଠିଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ। Gade chapit laଓଡିଆ ବାଇବେଲ17 ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ଆଣି ତହିଁରୁ ମୁଠାଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ଆଣି ତହିଁରୁ ମୁଠାଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ। Gade chapit la |