Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 9:20 - ପବିତ୍ର ବାଇବଲ

20 ଏହିସବୁ ମେଦ ସେମାନେ ଗୋରୁ ଓ ମେଷର ବକ୍ଷ ଉପରେ ରଖିଲେ ଓ ହାରୋଣ ସେ ସମସ୍ତ ବେଦି ଉପରେ ଦ‌‌‌‌ଗ୍‌‌‌‌ଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏହି ସମସ୍ତ ମେଦ ସେମାନେ ବକ୍ଷ ଉପରେ ରଖିଲେ, ପୁଣି, ସେ ବେଦି ଉପରେ ମେଦ ଦଗ୍ଧ କଲେ;

Gade chapit la Kopi

ଓଡିଆ ବାଇବେଲ

20 ଏହି ସମସ୍ତ ମେଦ ସେମାନେ ବକ୍ଷ ଉପରେ ରଖିଲେ, ପୁଣି, ସେ ବେଦି ଉପରେ ମେଦ ଦଗ୍ଧ କଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏହି ସମସ୍ତ ମେଦ ସେମାନେ ବକ୍ଷ ଉପରେ ରଖିଲେ, ପୁଣି, ସେ ବେଦି ଉପରେ ମେଦ ଦଗ୍ଧ କଲେ;

Gade chapit la Kopi




ଲେବୀୟ ପୁସ୍ତକ 9:20
4 Referans Kwoze  

ପୁଣି ତାଙ୍କର ପୁତ୍ରଗଣ ଷଣ୍ଢ ମେଦ ଓ ମେଷଛୁଆର ମେଦ ମେଦମୟ ଲାଙ୍ଗୁଳ, ଅନ୍ତ ଓ ଗୁରୁଦାର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ ତାଙ୍କ ନିକଟକୁ ଆଣିଲେ।


ମୋଶାଙ୍କ ଆଜ୍ଞା ଅନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖରେ ବକ୍ଷ ଓ ଡାହାଣ ଚଟୁଆ ଦୋଳନୀୟ ନୈବେଦ୍ୟ ରୂପେ ଦୋଳନ କଲେ।


Swiv nou:

Piblisite


Piblisite