Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 9:8 - ପବିତ୍ର ବାଇବଲ

8 ତହୁଁ ହାରୋଣ ଯଜ୍ଞବେଦି ନିକଟକୁ ଯାଇ ନିଜ ପାଇଁ ପାପାର୍ଥକ ବଳିର ଗୋବତ୍ସ ବଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ହାରୋଣ ବେଦି ନିକଟକୁ ଯାଇ ଆପଣା ପାପାର୍ଥକ ବଳିର ଗୋବତ୍ସ ବଧ କଲେ।

Gade chapit la Kopi

ଓଡିଆ ବାଇବେଲ

8 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ହାରୋଣ ବେଦି ନିକଟକୁ ଯାଇ ଆପଣା ପାପାର୍ଥକ ବଳିର ଗୋବତ୍ସ ବଧ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ହାରୋଣ ବେଦି ନିକଟକୁ ଯାଇ ଆପଣା ପାପାର୍ଥକ ବଳିର ଗୋବତ୍ସ ବଧ କଲେ।

Gade chapit la Kopi




ଲେବୀୟ ପୁସ୍ତକ 9:8
4 Referans Kwoze  

ପୁଣି ସେ ସେହି ପାପାର୍ଥକ ନୈବେଦ୍ୟର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ତାକୁ ବଧ କରିବ।


ମାତ୍ର ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଜ ନିଜର ପାପାର୍ଥକ ବଳି ଓ ନିଜ ନିଜର ହୋମବଳି ଉତ୍ସର୍ଗ କଲେ। ତଥାପି ମୋ’ ପ୍ରତି ଏହା ଘଟିଲା। ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥା’ନ୍ତି ତେବେ ତାହା କ’ଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥା’ନ୍ତା?”


Swiv nou:

Piblisite


Piblisite