ଲୂକ ଲିଖିତ ସୁସମାଚାର 1:10 - ପବିତ୍ର ବାଇବଲ10 ବାହାରେ ବହୁତ ଲୋକ ଜମା ହୋଇଥିଲେ। ଧୂପ ଲାଗିବା ସମୟରେ ସେମାନେ ପ୍ରାର୍ଥନା କରୁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ। Gade chapit laଓଡିଆ ବାଇବେଲ10 ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)10 ବାହାରେ ଏକ ବିରାଟ ଜନତା ପ୍ରାର୍ଥନାରେ ନିବିଷ୍ଟ ଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ। Gade chapit la |